Online Bible

- Reklamy -




ଯିହୋଶୂୟ 4:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଏଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ଯିହୋଶୂୟଙ୍କର ଆଜ୍ଞାନୁସାରେ କର୍ମ କଲେ, ସଦାପ୍ରଭୁ ଯିହୋଶୂୟଙ୍କୁ ଯେପରି କହିଥିଲେ, ସେପରି ସେମାନେ ଇସ୍ରାଏଲ-ସନ୍ତାନଗଣର ବଂଶର ସଂଖ୍ୟାନୁସାରେ ଯର୍ଦ୍ଦନ ମଧ୍ୟରୁ ବାରଗୋଟି ପ୍ରସ୍ତର ଉଠାଇ ଆପଣାମାନଙ୍କ ସଙ୍ଗେ ସେପାରିକି ନେଇ ବସା କରିବା ସ୍ଥାନରେ ରଖିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

8 ଏଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ଯିହୋଶୂୟଙ୍କର ଆଜ୍ଞାନୁସାରେ କର୍ମ କଲେ, ସଦାପ୍ରଭୁ ଯିହୋଶୂୟଙ୍କୁ ଯେପରି କହିଥିଲେ, ସେପରି ସେମାନେ ଇସ୍ରାଏଲ-ସନ୍ତାନଗଣର ବଂଶର ସଂଖ୍ୟାନୁସାରେ ଯର୍ଦ୍ଦନ ମଧ୍ୟରୁ ବାରଗୋଟି ପ୍ରସ୍ତର ଉଠାଇ ଆପଣାମାନଙ୍କ ସଙ୍ଗେ ସେପାରିକି ନେଇ ବସା କରିବା ସ୍ଥାନରେ ରଖିଲେ।

Viz kapitola kopírovat

ଓଡିଆ ବାଇବେଲ

8 ଏଉତ୍ତାରେ ଇସ୍ରାଏଲ ସନ୍ତାନଗଣ ଯିହୋଶୂୟଙ୍କର ଆଜ୍ଞାନୁସାରେ କର୍ମ କଲେ, ସଦାପ୍ରଭୁ ଯିହୋଶୂୟଙ୍କୁ ଯେପରି କହିଥିଲେ, ସେପରି ସେମାନେ ଇସ୍ରାଏଲ ସନ୍ତାନଗଣର ବଂଶର ସଂଖ୍ୟାନୁସାରେ ଯର୍ଦ୍ଦନ ମଧ୍ୟରୁ ବାରଗୋଟି ପ୍ରସ୍ତର ଉଠାଇ ଆପଣାମାନଙ୍କ ସଙ୍ଗେ ସେପାରିକି ନେଇ ବସା କରିବା ସ୍ଥାନରେ ରଖିଲେ।

Viz kapitola kopírovat

ପବିତ୍ର ବାଇବଲ

8 ତେଣୁ ଇସ୍ରାଏଲ ଲୋକମାନେ ଯିହୋଶୂୟଙ୍କର ନିର୍ଦ୍ଦେଶ ମାନିଲେ। ସେମାନେ ସେହି ବାର ଖଣ୍ତ ଶିଳାଗୁଡ଼ିକୁ ନଦୀ ଶଯ୍ୟାରୁ ଆଣିଲେ। ସଦାପ୍ରଭୁ ଯିହୋଶୂୟଙ୍କୁ ଦେଇଥିବା ନିର୍ଦ୍ଦେଶ ଅନୁସାରେ ପ୍ରତ୍ୟେକ ପରିବାରବର୍ଗକୁ ଜଣେ ଗୋଟିଏ ଶିଳାଖଣ୍ତ ନେଲେ। ଲୋକମାନେ ସେମାନଙ୍କ ସହିତ ଶିଳାଖଣ୍ତ ବହିଲେ। ଏବଂ ସେମାନେ ଯେଉଁଠାରେ ରାତ୍ରି ଯାପନ କରନ୍ତି, ସେଠାରେ ଶିଳାଖଣ୍ଡକୁ ରଖନ୍ତି।

Viz kapitola kopírovat




ଯିହୋଶୂୟ 4:8

Následuj nás:

Reklamy


Reklamy