ଯିହୋଶୂୟ 5:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ପୁଣି ଦେଶର ପୁରାତନ ଶସ୍ୟ ଭୋଜନ କରିବାର ପରଦିନ ମାନ୍ନା ନିବୃତ୍ତ ହେଲା; ତହୁଁ ଇସ୍ରାଏଲ-ସନ୍ତାନଗଣ ଆଉ ମାନ୍ନା ପାଇଲେ ନାହିଁ; ମାତ୍ର ସେମାନେ ସେହି ବର୍ଷ କିଣାନ ଦେଶର ଫଳ ଭୋଜନ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)12 ପୁଣି ଦେଶର ପୁରାତନ ଶସ୍ୟ ଭୋଜନ କରିବାର ପରଦିନ ମାନ୍ନା ନିବୃତ୍ତ ହେଲା; ତହୁଁ ଇସ୍ରାଏଲ-ସନ୍ତାନଗଣ ଆଉ ମାନ୍ନା ପାଇଲେ ନାହିଁ; ମାତ୍ର ସେମାନେ ସେହି ବର୍ଷ କିଣାନ ଦେଶର ଫଳ ଭୋଜନ କଲେ। Viz kapitolaଓଡିଆ ବାଇବେଲ12 ପୁଣି ଦେଶର ପୁରାତନ ଶସ୍ୟ ଭୋଜନ କରିବାର ପରଦିନ ମାନ୍ନା ନିବୃତ୍ତ ହେଲା; ତହୁଁ ଇସ୍ରାଏଲ ସନ୍ତାନଗଣ ଆଉ ମାନ୍ନା ପାଇଲେ ନାହିଁ; ମାତ୍ର ସେମାନେ ସେହି ବର୍ଷ କିଣାନ ଦେଶର ଫଳ ଭୋଜନ କଲେ। Viz kapitolaପବିତ୍ର ବାଇବଲ12 ତା’ ପରଦିନ ସକାଳେ, ସ୍ୱର୍ଗର ଖାଦ୍ୟ ମାନ୍ନା ଆକାଶରୁ ପଡ଼ିବା ବନ୍ଦ ହେଲା, ସେମାନେ ସେହି ଦେଶର ଶସ୍ୟ ଭୋଜନ କଲାରୁ ଏପରି ହେଲା। ତେଣୁ ଇସ୍ରାଏଲର ଲୋକମାନେ ଆଉ ମାନ୍ନା ଖାଦ୍ୟ ପାଇଲେ ନାହିଁ। ସେହି ସମୟଠାରୁ ସେମାନେ କିଣାନର ଶସ୍ୟ ଖାଇଲେ। Viz kapitola |