ଯିହୋଶୂୟ 5:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ପୁଣି ଯିହୋଶୂୟ ଯିରୀହୋ ନିକଟରେ ଥିବା ବେଳେ ଏପରି ହେଲା ଯେ, ସେ ଚକ୍ଷୁ ମେଲାଇ ଅନାଇଲେ, ଆଉ ଦେଖ, ନିଷ୍କୋଷ ଖଡ୍ଗ ହସ୍ତ ଏକ ପୁରୁଷ ତାଙ୍କ ସମ୍ମୁଖରେ ଛିଡ଼ା ହେଲେ; ଏଥିରେ ଯିହୋଶୂୟ ତାଙ୍କ ନିକଟକୁ ଯାଇ ତାଙ୍କୁ ପଚାରିଲେ, “ତୁମ୍ଭେ ଆମ୍ଭମାନଙ୍କ ପକ୍ଷ କି ଆମ୍ଭମାନଙ୍କ ବିପକ୍ଷମାନଙ୍କ ପକ୍ଷ?” Viz kapitolaପବିତ୍ର ବାଇବଲ (Re-edited) - (BSI)13 ପୁଣି ଯିହୋଶୂୟ ଯିରୀହୋ ନିକଟରେ ଥିବା ବେଳେ ଏପରି ହେଲା ଯେ, ସେ ଚକ୍ଷୁ ମେଲାଇ ଅନାଇଲେ, ଆଉ ଦେଖ, ନିଷ୍କୋଷ-ଖଡ଼୍ଗହସ୍ତ ଏକ ପୁରୁଷ ତାଙ୍କ ସମ୍ମୁଖରେ ଛିଡ଼ା ହେଲେ; ଏଥିରେ ଯିହୋଶୂୟ ତାଙ୍କ ନିକଟକୁ ଯାଇ ତାଙ୍କୁ ପଚାରିଲେ, ତୁମ୍ଭେ ଆମ୍ଭମାନଙ୍କ ପକ୍ଷ କି ଆମ୍ଭମାନଙ୍କ ବିପକ୍ଷମାନଙ୍କ ପକ୍ଷ? Viz kapitolaଓଡିଆ ବାଇବେଲ13 ପୁଣି ଯିହୋଶୂୟ ଯିରୀହୋ ନିକଟରେ ଥିବା ବେଳେ ଏପରି ହେଲା ଯେ, ସେ ଚକ୍ଷୁ ମେଲାଇ ଅନାଇଲେ, ଆଉ ଦେଖ, ନିଷ୍କୋଷ-ଖଡ୍ଗ ହସ୍ତ ଏକ ପୁରୁଷ ତାଙ୍କ ସମ୍ମୁଖରେ ଛିଡ଼ା ହେଲେ; ଏଥିରେ ଯିହୋଶୂୟ ତାଙ୍କ ନିକଟକୁ ଯାଇ ତାଙ୍କୁ ପଚାରିଲେ, ତୁମ୍ଭେ ଆମ୍ଭମାନଙ୍କ ପକ୍ଷ କି ଆମ୍ଭମାନଙ୍କ ବିପକ୍ଷମାନଙ୍କ ପକ୍ଷ ? Viz kapitolaପବିତ୍ର ବାଇବଲ13 ଯେତେବେଳେ ଯିହୋଶୂୟ ଯିରୀହୋ ନିକଟରେ ଛିଡ଼ା ହୋଇଥିଲେ, ତାଙ୍କ ସମ୍ମୁଖରେ ଏକ ଲୋକ ଛିଡ଼ା ହୋଇଥିଲା। ସେ ଲକ୍ଷ୍ୟ କଲେ ଲୋକଟି ତା'ହାତରେ ଏକ ଖଣ୍ତା ଟାଣି ବାହାର କଲା। ଯିହୋଶୂୟ ତା'ର ନିକଟକୁ ଗଲେ ଓ ପଗ୍ଭରିଲେ, “ତୁମ୍ଭେ ଆମ୍ଭର ଲୋକମାନଙ୍କର ବନ୍ଧୁ ନା ଶତ୍ରୁ?” Viz kapitola |