ଯିହୋଶୂୟ 5:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ତହୁଁ ସଦାପ୍ରଭୁଙ୍କ ସୈନ୍ୟର ସେନାପତି ଯିହୋଶୂୟଙ୍କୁ କହିଲେ, “ତୁମ୍ଭ ପାଦରୁ ପାଦୁକା କାଢ଼, କାରଣ ଯେଉଁ ସ୍ଥାନରେ ତୁମ୍ଭେ ଠିଆ ହେଉଅଛ, ତାହା ପବିତ୍ର।” ଆଉ ଯିହୋଶୂୟ ସେପରି କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)15 ତହୁଁ ସଦାପ୍ରଭୁଙ୍କ ସୈନ୍ୟର ସେନାପତି ଯିହୋଶୂୟଙ୍କୁ କହିଲେ, ତୁମ୍ଭ ପାଦରୁ ପାଦୁକା କାଢ଼, କାରଣ ଯେଉଁ ସ୍ଥାନରେ ତୁମ୍ଭେ ଠିଆ ହେଉଅଛ, ତାହା ପବିତ୍ର। ଆଉ ଯିହୋଶୂୟ ସେପରି କଲେ। Viz kapitolaଓଡିଆ ବାଇବେଲ15 ତହୁଁ ସଦାପ୍ରଭୁଙ୍କ ସୈନ୍ୟର ସେନାପତି ଯିହୋଶୂୟଙ୍କୁ କହିଲେ, ତୁମ୍ଭ ପାଦରୁ ପାଦୁକା କାଢ଼, କାରଣ ଯେଉଁ ସ୍ଥାନରେ ତୁମ୍ଭେ ଠିଆ ହେଉଅଛ, ତାହା ପବିତ୍ର। ଆଉ ଯିହୋଶୂୟ ସେପରି କଲେ। Viz kapitolaପବିତ୍ର ବାଇବଲ15 ସଦାପ୍ରଭୁଙ୍କର ସୈନ୍ୟଦଳର ସେନାପତି ଉତ୍ତର ଦେଲେ, “ତୁମ୍ଭ ପାଦରୁ ପାଦୂକା କାଢ଼, କାରଣ ଯେଉଁ ସ୍ଥାନରେ ତୁମ୍ଭେ ଛିଡ଼ା ହୋଇଅଛ, ସେ ସ୍ଥାନ ପବିତ୍ର।” ତେଣୁ ଯିହୋଶୂୟ ସେହିପରି କଲେ। Viz kapitola |