ଯିହୋଶୂୟ 5:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ମିସରରୁ ନିର୍ଗତ ସମସ୍ତ ଗୋଷ୍ଠୀୟ ଲୋକ, ଯୋଦ୍ଧା ମନୁଷ୍ୟମାନେ, ସଦାପ୍ରଭୁଙ୍କ ରବ ନ ଶୁଣିବା ସକାଶୁ ସେସମସ୍ତଙ୍କ ସଂହାର ପର୍ଯ୍ୟନ୍ତ ଇସ୍ରାଏଲ-ସନ୍ତାନଗଣ ଚାଳିଶ ବର୍ଷ ପ୍ରାନ୍ତରରେ ଭ୍ରମଣ କଲେ; କାରଣ ସଦାପ୍ରଭୁ ଆମ୍ଭମାନଙ୍କୁ ଯେଉଁ ଦେଶ ଦେବା ବିଷୟରେ ସେମାନଙ୍କ ପୂର୍ବପୁରୁଷଗଣ ନିକଟରେ ଶପଥ କରିଥିଲେ, ସଦାପ୍ରଭୁ ସେମାନଙ୍କୁ ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶ ଦେଖିବାକୁ ଦେବେ ନାହିଁ ବୋଲି ଶପଥ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ମିସରରୁ ନିର୍ଗତ ସମସ୍ତ ଗୋଷ୍ଠୀୟ ଲୋକ, ଯୋଦ୍ଧା ମନୁଷ୍ୟମାନେ, ସଦାପ୍ରଭୁଙ୍କ ରବ ନ ଶୁଣିବା ସକାଶୁ ସେସମସ୍ତଙ୍କ ସଂହାର ପର୍ଯ୍ୟନ୍ତ ଇସ୍ରାଏଲ-ସନ୍ତାନଗଣ ଚାଳିଶ ବର୍ଷ ପ୍ରାନ୍ତରରେ ଭ୍ରମଣ କଲେ; କାରଣ ସଦାପ୍ରଭୁ ଆମ୍ଭମାନଙ୍କୁ ଯେଉଁ ଦେଶ ଦେବା ବିଷୟରେ ସେମାନଙ୍କ ପୂର୍ବପୁରୁଷଗଣ ନିକଟରେ ଶପଥ କରିଥିଲେ, ସଦାପ୍ରଭୁ ସେମାନଙ୍କୁ ସେହି ଦୁଗ୍ଧମଧୁପ୍ରବାହୀ ଦେଶ ଦେଖିବାକୁ ଦେବେ ନାହିଁ ବୋଲି ଶପଥ କଲେ। Viz kapitolaଓଡିଆ ବାଇବେଲ6 ମିସରରୁ ନିର୍ଗତ ସମସ୍ତ ଗୋଷ୍ଠୀୟ ଲୋକ, ଯୋଦ୍ଧା ମନୁଷ୍ୟମାନେ, ସଦାପ୍ରଭୁଙ୍କ ରବ ନ ଶୁଣିବା ସକାଶୁ ସେସମସ୍ତଙ୍କ ସଂହାର ପର୍ଯ୍ୟନ୍ତ ଇସ୍ରାଏଲ ସନ୍ତାନଗଣ ଚାଳିଶ ବର୍ଷ ପ୍ରାନ୍ତରରେ ଭ୍ରମଣ କଲେ; କାରଣ ସଦାପ୍ରଭୁ ଆମ୍ଭମାନଙ୍କୁ ଯେଉଁ ଦେଶ ଦେବା ବିଷୟରେ ସେମାନଙ୍କ ପୂର୍ବପୁରୁଷଗଣ ନିକଟରେ ଶପଥ କରିଥିଲେ, ସଦାପ୍ରଭୁ ସେମାନଙ୍କୁ ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶ ଦେଖିବାକୁ ଦେବେ ନାହିଁ ବୋଲି ଶପଥ କଲେ। Viz kapitola |