ଯିହୋଶୂୟ 6:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଏଥିଉତ୍ତାରେ ଯିହୋଶୂୟ ଅତି ପ୍ରଭାତରେ ଉଠିଲେ, ପୁଣି ଯାଜକମାନେ ସଦାପ୍ରଭୁଙ୍କ ସିନ୍ଦୁକ ଘେନିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)12 ଅନନ୍ତର ଯିହୋଶୂୟ ଅତି ପ୍ରଭାତରେ ଉଠିଲେ, ପୁଣି ଯାଜକମାନେ ସଦାପ୍ରଭୁଙ୍କ ସିନ୍ଦୁକ ଘେନିଲେ। Viz kapitolaଓଡିଆ ବାଇବେଲ12 ଏଥିଉତ୍ତାରେ ଯିହୋଶୂୟ ଅତି ପ୍ରଭାତରେ ଉଠିଲେ, ପୁଣି ଯାଜକମାନେ ସଦାପ୍ରଭୁଙ୍କ ସିନ୍ଦୁକ ଘେନିଲେ। Viz kapitolaପବିତ୍ର ବାଇବଲ12 ପ୍ରଭାତରେ ଯିହୋଶୂୟ ବିଛଣା ତ୍ୟାଗ କଲେ ଓ ଏହା ପରେ ଯାଜକମାନେ ସଦାପ୍ରଭୁଙ୍କର ପବିତ୍ର ନିୟମ-ସିନ୍ଦୁକ ଧରି ବାହାରିଲେ। Viz kapitola |