ଯିହୋଶୂୟ 6:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ତହୁଁ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ଦେଖ, ଆମ୍ଭେ ତୁମ୍ଭ ହସ୍ତରେ ଯିରୀହୋ ନଗର ଓ ତହିଁର ରାଜା ଓ ମହାବିକ୍ରମଶାଳୀ ଲୋକମାନଙ୍କୁ ସମର୍ପଣ କଲୁ। Viz kapitolaପବିତ୍ର ବାଇବଲ (Re-edited) - (BSI)2 ତହୁଁ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, ଦେଖ, ଆମ୍ଭେ ତୁମ୍ଭ ହସ୍ତରେ ଯିରୀହୋ ନଗର ଓ ତହିଁର ରାଜା ଓ ମହା-ବିକ୍ରମଶାଳୀ ଲୋକମାନଙ୍କୁ ସମର୍ପଣ କଲୁ। Viz kapitolaଓଡିଆ ବାଇବେଲ2 ତହୁଁ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, ଦେଖ, ଆମ୍ଭେ ତୁମ୍ଭ ହସ୍ତରେ ଯିରୀହୋ ନଗର ଓ ତହିଁର ରାଜା ଓ ମହା- ବିକ୍ରମଶାଳୀ ଲୋକମାନଙ୍କୁ ସମର୍ପଣ କଲୁ। Viz kapitolaପବିତ୍ର ବାଇବଲ2 ତେଣୁ ଯିହୋଶୂୟଙ୍କୁ ସଦାପ୍ରଭୁ ପୁଣି ଥରେ କହିଲେ, “ଦେଖ, ଯିରୀହୋ ନଗର ସହିତ ରାଜାମାନଙ୍କୁ ଓ ଶକ୍ତିଶାଳୀ ସୈନ୍ୟମାନଙ୍କୁ ପରାସ୍ତ କରିବାକୁ ମୁଁ ତୁମ୍ଭକୁ ଅନୁମତି ଦେବି। Viz kapitola |