ଯିହୋଶୂୟ 8:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଏହିରୂପେ ସେମାନେ ନଗରର ଉତ୍ତର ଦିଗସ୍ଥ ସମସ୍ତ ଛାଉଣିକୁ ଓ ନଗରର ପଶ୍ଚିମ ଦିଗସ୍ଥ ଆପଣାମାନଙ୍କ ଗୁପ୍ତ ଦଳକୁ ରଖିଲେ; ପୁଣି ଯିହୋଶୂୟ ସେହି ରାତ୍ରି ତଳଭୂମି ମଧ୍ୟକୁ ଗମନ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)13 ଏହିରୂପେ ସେମାନେ ନଗରର ଉତ୍ତର ଦିଗସ୍ଥ ସମସ୍ତ ଛାଉଣିକି ଓ ନଗରର ପଶ୍ଚିମ ଦିଗସ୍ଥ ଆପଣାମାନଙ୍କ ଗୁପ୍ତ ଦଳକୁ ରଖିଲେ; ପୁଣି ଯିହୋଶୂୟ ସେହି ରାତ୍ରି ତଳଭୂମି ମଧ୍ୟକୁ ଗମନ କଲେ। Viz kapitolaଓଡିଆ ବାଇବେଲ13 ଏହିରୂପେ ସେମାନେ ନଗରର ଉତ୍ତର ଦିଗସ୍ଥ ସମସ୍ତ ଛାଉଣିକୁ ଓ ନଗରର ପଶ୍ଚିମ ଦିଗସ୍ଥ ଆପଣାମାନଙ୍କ ଗୁପ୍ତ ଦଳକୁ ରଖିଲେ; ପୁଣି ଯିହୋଶୂୟ ସେହି ରାତ୍ରି ତଳଭୂମି ମଧ୍ୟକୁ ଗମନ କଲେ। Viz kapitolaପବିତ୍ର ବାଇବଲ13 ଏହିପରି ଭାବରେ ଯିହୋଶୂୟ ଯୁଦ୍ଧ ପାଇଁ ପ୍ରସ୍ତୁତ ହେଲେ। ସେମାନଙ୍କର ମୂଖ୍ୟ ଛାଉଣି ନଗରର ଉତ୍ତର ପଟେ ରହିଲା। ଅନ୍ୟ ଦଳଟି ନଗରର ପଶ୍ଚିମ ପଟେ ରହିଲେ। ସେହି ରାତ୍ରିରେ ଯିହୋଶୂୟ ଉପତ୍ୟକା ମଧ୍ୟକୁ ଗଲେ। Viz kapitola |