ଯିହୋଶୂୟ 8:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ସେତେବେଳେ ଅୟର ରାଜା ତାହା ଦେଖନ୍ତେ, ସେ ଓ ତାଙ୍କର ସମସ୍ତ ଲୋକ ପ୍ରଭାତରେ ଶୀଘ୍ର ଉଠିଲେ ଓ ନଗରସ୍ଥ ଲୋକମାନେ ଇସ୍ରାଏଲ ସହିତ ଯୁଦ୍ଧ କରିବାକୁ ବାହାରି ନିରୂପିତ ସମୟରେ ପଦାଭୂମି ସମ୍ମୁଖରେ ଉପସ୍ଥିତ ହେଲେ; ମାତ୍ର ତାଙ୍କ ବିରୁଦ୍ଧରେ ଏକ ଦଳ ସୈନ୍ୟ ନଗର ପଛେ ଗୋପନରେ ଅଛନ୍ତି ବୋଲି ସେ ଜାଣି ନ ଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ସେତେବେଳେ ଅୟର ରାଜା ତାହା ଦେଖନ୍ତେ, ସେ ଓ ତାଙ୍କର ସମସ୍ତ ଲୋକ ପ୍ରଭାତରେ ଶୀଘ୍ର ଉଠିଲେ ଓ ନଗରସ୍ଥ ଲୋକମାନେ ଇସ୍ରାଏଲ ସହିତ ଯୁଦ୍ଧ କରିବାକୁ ବାହାରି ନିରୂପିତ ସମୟରେ ପଦାଭୂମି ସମ୍ମୁଖରେ ଉପସ୍ଥିତ ହେଲେ; ମାତ୍ର ତାଙ୍କ ବିରୁଦ୍ଧରେ ଏକ ଦଳ ସୈନ୍ୟ ନଗର ପଛେ ଗୋପନରେ ଅଛନ୍ତି ବୋଲି ସେ ଜାଣି ନ ଥିଲେ। Viz kapitolaଓଡିଆ ବାଇବେଲ14 ସେତେବେଳେ ଅୟର ରାଜା ତାହା ଦେଖନ୍ତେ, ସେ ଓ ତାଙ୍କର ସମସ୍ତ ଲୋକ ପ୍ରଭାତରେ ଶୀଘ୍ର ଉଠିଲେ ଓ ନଗରସ୍ଥ ଲୋକମାନେ ଇସ୍ରାଏଲ ସହିତ ଯୁଦ୍ଧ କରିବାକୁ ବାହାରି ନିରୂପିତ ସମୟରେ ପଦାଭୂମି ସମ୍ମୁଖରେ ଉପସ୍ଥିତ ହେଲେ; ମାତ୍ର ତାଙ୍କ ବିରୁଦ୍ଧରେ ଏକ ଦଳ ସୈନ୍ୟ ନଗର ପଛେ ଗୋପନରେ ଅଛନ୍ତି ବୋଲି ସେ ଜାଣି ନ ଥିଲେ। Viz kapitolaପବିତ୍ର ବାଇବଲ14 ଯେତେବେଳେ ଅୟର ରାଜା ଇସ୍ରାଏଲର ସୈନ୍ୟମାନଙ୍କୁ ଦେଖିଲେ, ଅୟର ରାଜା ଏବଂ ତାଙ୍କର ସୈନ୍ୟମାନେ ଇସ୍ରାଏଲର ସୈନ୍ୟମାନଙ୍କ ସହିତ ଯୁଦ୍ଧ କରିବାକୁ ତରବର ହୋଇ ବାହାରି ଆସିଲେ। ଅୟର ରାଜା ପୂର୍ବ ପଟରେ ଥିବା ଯର୍ଦ୍ଦନ ଉପତ୍ୟକା ଆଡ଼କୁ ଅଗ୍ରସର ହେଲେ। ସେ ଲକ୍ଷ୍ୟ କରି ନ ଥିଲେ ଯେ ସୈନ୍ୟମାନେ ନଗରର ପଛ ପଟେ ଲୁଚି ଅଛନ୍ତି ବୋଲି। Viz kapitola |