ଯିହୋଶୂୟ 8:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ସେତେବେଳେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ତୁମ୍ଭେ ଆପଣା ହସ୍ତସ୍ଥିତ ବର୍ଚ୍ଛା ଅୟ ନଗର ଆଡ଼େ ବିସ୍ତାର କର; କାରଣ ଆମ୍ଭେ ତାହା ତୁମ୍ଭ ହସ୍ତଗତ କରିବା।” ତହିଁରେ ଯିହୋଶୂୟ ଆପଣା ହସ୍ତସ୍ଥିତ ବର୍ଚ୍ଛା ନଗର ଆଡ଼େ ବିସ୍ତାର କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)18 ସେତେବେଳେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, ତୁମ୍ଭେ ଆପଣା ହସ୍ତସ୍ଥିତ ବର୍ଚ୍ଛା ଅୟ ନଗର ଆଡ଼େ ବିସ୍ତାର କର; କାରଣ ଆମ୍ଭେ ତାହା ତୁମ୍ଭ ହସ୍ତଗତ କରିବା। ତହିଁରେ ଯିହୋଶୂୟ ଆପଣା ହସ୍ତସ୍ଥିତ ବର୍ଚ୍ଛା ନଗର ଆଡ଼େ ବିସ୍ତାର କଲେ। Viz kapitolaଓଡିଆ ବାଇବେଲ18 ସେତେବେଳେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, ତୁମ୍ଭେ ଆପଣା ହସ୍ତସ୍ଥିତ ବର୍ଚ୍ଛା ଅୟ ନଗର ଆଡ଼େ ବିସ୍ତାର କର; କାରଣ ଆମ୍ଭେ ତାହା ତୁମ୍ଭ ହସ୍ତଗତ କରିବା। ତହିଁରେ ଯିହୋଶୂୟ ଆପଣା ହସ୍ତସ୍ଥିତ ବର୍ଚ୍ଛା ନଗର ଆଡ଼େ ବିସ୍ତାର କଲେ। Viz kapitolaପବିତ୍ର ବାଇବଲ18 ଏହା ପରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ତୁମ୍ଭେ ନିଜର ବର୍ଚ୍ଛା ଅୟ ନଗର ଆଡ଼କୁ ବିସ୍ତାର କର।” ଯେହେତୁ ମୁଁ ତୁମ୍ଭକୁ ସେହି ନଗର ହସ୍ତାନ୍ତର କରିବି। ତେଣୁ ଯିହୋଶୂୟ ନିଜର ବର୍ଚ୍ଛା ନଗର ଆଡ଼କୁ ବିସ୍ତାର କଲେ। Viz kapitola |