ଯିହୋଶୂୟ 8:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତହୁଁ ଯିହୋଶୂୟ ଓ ସକଳ ସୈନ୍ୟ ଉଠି ଅୟକୁ ଯାତ୍ରା କଲେ; ପୁଣି ଯିହୋଶୂୟ ତିରିଶ ହଜାର ମହାବିକ୍ରମଶାଳୀ ଲୋକ ମନୋନୀତ କରି ରାତ୍ରିରେ ସେମାନଙ୍କୁ ପଠାଇଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ତହୁଁ ଯିହୋଶୂୟ ଓ ସକଳ ସୈନ୍ୟ ଉଠି ଅୟକୁ ଯାତ୍ରା କଲେ; ପୁଣି ଯିହୋଶୂୟ ତିରିଶ ହଜାର ମହାବିକ୍ରମଶାଳୀ ଲୋକ ମନୋନୀତ କରି ରାତ୍ରିରେ ସେମାନଙ୍କୁ ପଠାଇଲେ। Viz kapitolaଓଡିଆ ବାଇବେଲ3 ତହୁଁ ଯିହୋଶୂୟ ଓ ସକଳ ସୈନ୍ୟ ଉଠି ଅୟକୁ ଯାତ୍ରା କଲେ; ପୁଣି ଯିହୋଶୂୟ ତିରିଶ ହଜାର ମହାବିକ୍ରମଶାଳୀ ଲୋକ ମନୋନୀତ କରି ରାତ୍ରିରେ ସେମାନଙ୍କୁ ପଠାଇଲେ। Viz kapitolaପବିତ୍ର ବାଇବଲ3 ତେଣୁ ଯିହୋଶୂୟ ତାଙ୍କର ସମସ୍ତ ସୈନ୍ୟଦଳ ଅୟକୁ ଆକ୍ରମଣ କରିବାକୁ ଆଗେଇ ନେଲେ। ଏହା ପରେ ଯିହୋଶୂୟ ତାଙ୍କର 30,000 ନିପୁଣ ସୈନ୍ୟମାନଙ୍କୁ ବାଛିଲେ। ସେମାନଙ୍କୁ ସେହି ରାତ୍ରିରେ ପଠାଇ ଦେଲେ। Viz kapitola |