Online Bible

- Reklamy -




ଯିହୋଶୂୟ 8:32 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ପୁଣି ସେ ସେହି ପ୍ରସ୍ତର ଉପରେ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରେ ମୋଶାଙ୍କ ଦ୍ୱାରା ଲିଖିତ ବ୍ୟବସ୍ଥା-ଗ୍ରନ୍ଥର ଅଂଶ ଉତ୍ତାରି ଲେଖିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

32 ପୁଣି ସେ ସେହି ପ୍ରସ୍ତର ଉପରେ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରେ ମୋଶାଙ୍କ ଦ୍ଵାରା ଲିଖିତ ବ୍ୟବସ୍ଥାଗ୍ରନ୍ଥର ଅଂଶ ଉତ୍ତାରି ଲେଖିଲେ।

Viz kapitola kopírovat

ଓଡିଆ ବାଇବେଲ

32 ପୁଣି ସେ ସେହି ପ୍ରସ୍ତର ଉପରେ ଇସ୍ରାଏଲ ସନ୍ତାନଗଣ ସମ୍ମୁଖରେ ମୋଶାଙ୍କ ଦ୍ୱାରା ଲିଖିତ ବ୍ୟବସ୍ଥାଗ୍ରନ୍ଥର ଅଂଶ ଉତ୍ତାରି ଲେଖିଲେ।

Viz kapitola kopírovat

ପବିତ୍ର ବାଇବଲ

32 ସେହି ସ୍ଥାନରେ ଯିହୋଶୂୟ ପ୍ରସ୍ତର ଫଳକ ଉପରେ ମୋଶାଙ୍କ ବ୍ୟବସ୍ଥା ପୁସ୍ତକ ଲେଖିଲେ। କାରଣ ତାହା ଇସ୍ରାଏଲ ଲୋକମାନଙ୍କୁ ଦେଖାଇବାକୁ ଯିହୋଶୂୟ ଏହା କଲେ।

Viz kapitola kopírovat




ଯିହୋଶୂୟ 8:32

Následuj nás:

Reklamy


Reklamy