ଯିହୋଶୂୟ 8:35 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT35 ଯିହୋଶୂୟ ଇସ୍ରାଏଲୀୟ ସମସ୍ତ ସମାଜର ଓ ସ୍ତ୍ରୀଗଣର ଓ ବାଳକଗଣର ଓ ସେମାନଙ୍କ ମଧ୍ୟରେ ପରିଚିତ ବିଦେଶୀମାନଙ୍କ ସମ୍ମୁଖରେ ଯାହା ପାଠ କଲେ ନାହିଁ, ମୋଶାଙ୍କର ସମସ୍ତ ଆଦେଶ ମଧ୍ୟରେ ଏପରି ଗୋଟିଏ କଥା ନ ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)35 ଯିହୋଶୂୟ ଇସ୍ରାଏଲୀୟ ସମସ୍ତ ସମାଜର ଓ ସ୍ତ୍ରୀଗଣର ଓ ବାଳକଗଣର ଓ ସେମାନଙ୍କ ମଧ୍ୟରେ ପରିଚିତ ବିଦେଶୀମାନଙ୍କ ସମ୍ମୁଖରେ ଯାହା ପାଠ କଲେ ନାହିଁ, ମୋଶାଙ୍କର ସମସ୍ତ ଆଦେଶ ମଧ୍ୟରେ ଏପରି ଗୋଟିଏ କଥା ନ ଥିଲା। Viz kapitolaଓଡିଆ ବାଇବେଲ35 ଯିହୋଶୂୟ ଇସ୍ରାଏଲୀୟ ସମସ୍ତ ସମାଜର ଓ ସ୍ତ୍ରୀଗଣର ଓ ବାଳକଗଣର ଓ ସେମାନଙ୍କ ମଧ୍ୟରେ ପରିଚିତ ବିଦେଶୀମାନଙ୍କ ସମ୍ମୁଖରେ ଯାହା ପାଠ କଲେ ନାହିଁ, ମୋଶାଙ୍କର ସମସ୍ତ ଆଦେଶ ମଧ୍ୟରେ ଏପରି ଗୋଟିଏ କଥା ନ ଥିଲା। Viz kapitolaପବିତ୍ର ବାଇବଲ35 ଇସ୍ରାଏଲର ସମସ୍ତ ଲୋକମାନେ ସେଠାରେ ଉପସ୍ଥିତ ଥିଲେ। ସେଠାରେ ମଧ୍ୟ ସମସ୍ତ ସ୍ତ୍ରୀଲୋକ, ପୁରୁଷ ଲୋକ, ପିଲାମାନେ, ଏବଂ ବିଦେଶୀମାନେ ଉପସ୍ଥିତ ଥିଲେ। ବିଦେଶୀମାନେ ଇସ୍ରାଏଲଗଣ ସହିତ ବାସ କରୁଥିଲେ। ଏବଂ ସେଠାରେ ଯିହୋଶୂୟ ସମସ୍ତ ନିୟମ ପାଠ କରିଥିଲେ, ଯାହାକି ମୋଶାଙ୍କ ଦ୍ୱାରା ସ୍ଥାପିତ ହୋଇଥିଲା। Viz kapitola |