ଯିହୋଶୂୟ 8:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ପୁଣି ସେ ସେମାନଙ୍କୁ ଆଜ୍ଞା ଦେଇ କହିଲେ, “ଦେଖ, ତୁମ୍ଭେମାନେ ନଗର ପ୍ରତିକୂଳରେ ନଗରର ପଛଭାଗରେ ଗୋପନରେ ରହିବ; ନଗରଠାରୁ ବହୁ ଦୂରକୁ ଯିବ ନାହିଁ, ମାତ୍ର ସମସ୍ତେ ପ୍ରସ୍ତୁତ ହୋଇଥିବ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ପୁଣି ସେ ସେମାନଙ୍କୁ ଆଜ୍ଞା ଦେଇ କହିଲେ, ଦେଖ, ତୁମ୍ଭେମାନେ ନଗର ପ୍ରତିକୂଳରେ ନଗରର ପଛଭାଗରେ ଗୋପନରେ ରହିବ; ନଗରଠାରୁ ବହୁ ଦୂରକୁ ଯିବ ନାହିଁ, ମାତ୍ର ସମସ୍ତେ ପ୍ରସ୍ତୁତ ହୋଇଥିବ। Viz kapitolaଓଡିଆ ବାଇବେଲ4 ପୁଣି ସେ ସେମାନଙ୍କୁ ଆଜ୍ଞା ଦେଇ କହିଲେ, ଦେଖ, ତୁମ୍ଭେମାନେ ନଗର ପ୍ରତିକୂଳରେ ନଗରର ପଛଭାଗରେ ଗୋପନରେ ରହିବ; ନଗରଠାରୁ ବହୁ ଦୂରକୁ ଯିବ ନାହିଁ, ମାତ୍ର ସମସ୍ତେ ପ୍ରସ୍ତୁତ ହୋଇଥିବ। Viz kapitolaପବିତ୍ର ବାଇବଲ4 ଯିହୋଶୂୟ ସେମାନଙ୍କୁ ନିର୍ଦ୍ଦେଶ ଦେଇ କହିଲେ, “ତୁମ୍ଭେମାନେ ମୋର କଥାକୁ ଭଲ ଭାବରେ ଶୁଣ। ତୁମ୍ଭେମାନେ ନଗର ବାହାରେ ଲୁଚି ରହିବ। ଆକ୍ରମଣ କରିବା ସମୟ ପର୍ଯ୍ୟନ୍ତ ଅପେକ୍ଷା କରିବ। ସହରଠାରୁ ଦୂରକୁ ଯିବ ନାହିଁ। ସର୍ବଦା ପ୍ରସ୍ତୁତ ଥିବ ଓ ନଜର ରଖିଥିବ। Viz kapitola |