ଯିହୋଶୂୟ 8:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ତୁମ୍ଭେମାନେ ନଗର ଆକ୍ରମଣ କଲାକ୍ଷଣେ ନଗରରେ ଅଗ୍ନି ଲଗାଇବ; ତୁମ୍ଭେମାନେ ସଦାପ୍ରଭୁଙ୍କ ବାକ୍ୟାନୁସାରେ କର୍ମ କରିବ; ଦେଖ, ଏହା ମୁଁ ତୁମ୍ଭମାନଙ୍କୁ ଆଜ୍ଞା କଲି।” Viz kapitolaପବିତ୍ର ବାଇବଲ (Re-edited) - (BSI)8 ତୁମ୍ଭେମାନେ ନଗର ଆକ୍ରମଣ କଲାକ୍ଷଣେ ନଗରରେ ଅଗ୍ନି ଲଗାଇବ; ତୁମ୍ଭେମାନେ ସଦାପ୍ରଭୁଙ୍କ ବାକ୍ୟାନୁସାରେ କର୍ମ କରିବ; ଦେଖ, ଏହା ମୁଁ ତୁମ୍ଭମାନଙ୍କୁ ଆଜ୍ଞା କଲି। Viz kapitolaଓଡିଆ ବାଇବେଲ8 ତୁମ୍ଭେମାନେ ନଗର ଆକ୍ରମଣ କଲାକ୍ଷଣେ ନଗରରେ ଅଗ୍ନି ଲଗାଇବ; ତୁମ୍ଭେମାନେ ସଦାପ୍ରଭୁଙ୍କ ବାକ୍ୟାନୁସାରେ କର୍ମ କରିବ; ଦେଖ, ଏହା ମୁଁ ତୁମ୍ଭମାନଙ୍କୁ ଆଜ୍ଞା କଲି। Viz kapitolaପବିତ୍ର ବାଇବଲ8 “ତୁମ୍ଭେମାନେ ନିଶ୍ଚିତ କରିବ ଯାହା ସଦାପ୍ରଭୁ ଆଦେଶ କରନ୍ତି। ମୁଁ ନଗରକୁ ଆକ୍ରମଣ କରିବା ପାଇଁ ତୁମ୍ଭମାନଙ୍କୁ ଆଜ୍ଞା କରିବି। ତୁମ୍ଭ ନିୟନ୍ତ୍ରଣକୁ ଆଣିବା ପରେ ସେହି ନଗରରେ ଅଗ୍ନି ସଂଯୋଗ କର।” Viz kapitola |