ଯିହୋଶୂୟ 9:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ଏଥିରେ ସେମାନେ ଯିହୋଶୂୟଙ୍କୁ ଉତ୍ତର କରି କହିଲେ, “ତୁମ୍ଭମାନଙ୍କୁ ଏହି ସମସ୍ତ ଦେଶ ଦେବାକୁ ଓ ତୁମ୍ଭମାନଙ୍କ ସମ୍ମୁଖରୁ ଏହି ଦେଶ ନିବାସୀ ସମସ୍ତ ଲୋକଙ୍କୁ ବିନାଶ କରିବାକୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ସେବକ ମୋଶାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ତାହା ନିଶ୍ଚିତ ରୂପେ ତୁମ୍ଭ ଦାସମାନଙ୍କୁ କୁହାଯାଇଅଛି; ଏହେତୁ ଆମ୍ଭେମାନେ ତୁମ୍ଭମାନଙ୍କ ସମ୍ମୁଖରେ ଆପଣା ଆପଣା ପ୍ରାଣ ବିଷୟରେ ଅତିଶୟ ଭୀତ ହୋଇ ଏହି କାର୍ଯ୍ୟ କରିଅଛୁ। Viz kapitolaପବିତ୍ର ବାଇବଲ (Re-edited) - (BSI)24 ଏଥିରେ ସେମାନେ ଯିହୋଶୂୟଙ୍କୁ ଉତ୍ତର କରି କହିଲେ, ତୁମ୍ଭମାନଙ୍କୁ ଏହି ସମସ୍ତ ଦେଶ ଦେବାକୁ ଓ ତୁମ୍ଭମାନଙ୍କ ସମ୍ମୁଖରୁ ଏହି ଦେଶ ନିବାସୀ ସମସ୍ତ ଲୋକଙ୍କୁ ବିନାଶ କରିବାକୁ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଆପଣା ସେବକ ମୋଶାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ତାହା ନିଶ୍ଚିତ ରୂପେ ତୁମ୍ଭ ଦାସମାନଙ୍କୁ କୁହାଯାଇଅଛି; ଏହେତୁ ଆମ୍ଭେମାନେ ତୁମ୍ଭମାନଙ୍କ ସମ୍ମୁଖରେ ଆପଣା ଆପଣା ପ୍ରାଣ ବିଷୟରେ ଅତିଶୟ ଭୀତ ହୋଇ ଏହି କାର୍ଯ୍ୟ କରିଅଛୁ। Viz kapitolaଓଡିଆ ବାଇବେଲ24 ଏଥିରେ ସେମାନେ ଯିହୋଶୂୟଙ୍କୁ ଉତ୍ତର କରି କହିଲେ, ତୁମ୍ଭମାନଙ୍କୁ ଏହି ସମସ୍ତ ଦେଶ ଦେବାକୁ ଓ ତୁମ୍ଭମାନଙ୍କ ସମ୍ମୁଖରୁ ଏହି ଦେଶ ନିବାସୀ ସମସ୍ତ ଲୋକଙ୍କୁ ବିନାଶ କରିବାକୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ସେବକ ମୋଶାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ତାହା ନିଶ୍ଚିତ ରୂପେ ତୁମ୍ଭ ଦାସମାନଙ୍କୁ କୁହାଯାଇଅଛି; ଏହେତୁ ଆମ୍ଭେମାନେ ତୁମ୍ଭମାନଙ୍କ ସମ୍ମୁଖରେ ଆପଣା ଆପଣା ପ୍ରାଣ ବିଷୟରେ ଅତିଶୟ ଭୀତ ହୋଇ ଏହି କାର୍ଯ୍ୟ କରିଅଛୁ। Viz kapitolaପବିତ୍ର ବାଇବଲ24 ଗିବିୟୋନୀୟମାନେ ଉତ୍ତର ଦେଲେ, “ଆମ୍ଭେମାନେ ତୁମ୍ଭ ସମ୍ମୁଖରେ ମିଛ କହିଲୁ କାରଣ ଆମ୍ଭେମାନେ ତୁମ୍ଭକୁ ଭୟ କରିଗଲୁ, କାଳେ ତୁମ୍ଭେ ଆମ୍ଭକୁ ମାରି ଦେବ। ଆମ୍ଭେ ଜାଣିବାକୁ ପାଇଲୁ ଯେ ତୁମ୍ଭମାନଙ୍କୁ ଏହି ସମସ୍ତ ଦେଶ ଦେବାକୁ ଓ ତୁମ୍ଭମାନଙ୍କ ସମ୍ମୁଖରୁ ଏହି ଦେଶବାସୀ ସମସ୍ତ ଲୋକଙ୍କୁ ବିନାଶ କରିବାକୁ ସଦାପ୍ରଭୁ ଆପଣା ସେବକ ମୋଶାଙ୍କୁ ଆଜ୍ଞା ଦେଇଥିଲେ। ତେଣୁ ଆମ୍ଭର ଜୀବନ ଭୟରେ ଆମ୍ଭେ ତୁମ୍ଭ ନିକଟରେ ମିଥ୍ୟା କହିଲୁ। Viz kapitola |