ଯିହୋଶୂୟ 9:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଏହିରୂପେ ସେମାନେ ଗିଲ୍ଗଲ୍ସ୍ଥିତ ଛାଉଣିକୁ ଯିହୋଶୂୟଙ୍କ ନିକଟକୁ ଯାଇ ତାଙ୍କୁ ଓ ଇସ୍ରାଏଲୀୟ ଲୋକମାନଙ୍କୁ କହିଲେ, “ଆମ୍ଭେମାନେ ଦୂର ଦେଶରୁ ଆସିଲୁ, ଏଣୁ ତୁମ୍ଭେମାନେ ଏବେ ଆମ୍ଭମାନଙ୍କ ସହିତ ନିୟମ ସ୍ଥିର କର।” Viz kapitolaପବିତ୍ର ବାଇବଲ (Re-edited) - (BSI)6 ଏହିରୂପେ ସେମାନେ ଗିଲ୍ଗଲ୍ସ୍ଥିତ ଛାଉଣିକି ଯିହୋଶୂୟଙ୍କ ନିକଟକୁ ଯାଇ ତାଙ୍କୁ ଓ ଇସ୍ରାଏଲୀୟ ଲୋକମାନଙ୍କୁ କହିଲେ, ଆମ୍ଭେମାନେ ଦୂର ଦେଶରୁ ଆସିଲୁ, ଏଣୁ ତୁମ୍ଭେମାନେ ଏବେ ଆମ୍ଭମାନଙ୍କ ସହିତ ନିୟମ ସ୍ଥିର କର। Viz kapitolaଓଡିଆ ବାଇବେଲ6 ଏହିରୂପେ ସେମାନେ ଗିଲ୍ଗଲ୍ସ୍ଥିତ ଛାଉଣିକୁ ଯିହୋଶୂୟଙ୍କ ନିକଟକୁ ଯାଇ ତାଙ୍କୁ ଓ ଇସ୍ରାଏଲୀୟ ଲୋକମାନଙ୍କୁ କହିଲେ, “ଆମ୍ଭେମାନେ ଦୂର ଦେଶରୁ ଆସିଲୁ, ଏଣୁ ତୁମ୍ଭେମାନେ ଏବେ ଆମ୍ଭମାନଙ୍କ ସହିତ ନିୟମ ସ୍ଥିର କର।” Viz kapitolaପବିତ୍ର ବାଇବଲ6 ଏହିପରି ଭାବରେ ସେମାନେ ଗିଲ୍ଗଲ୍ ନିକଟସ୍ଥ ଯିହୋଶୂୟଙ୍କ ଛାଉଣିକୁ ଯାଇ ଇସ୍ରାଏଲୀୟ ଲୋକମାନଙ୍କୁ କହିଲେ, “ଆମ୍ଭେମାନେ ଦୂରଦେଶରୁ ଆସିଛୁ, ତେଣୁ ତୁମ୍ଭେମାନେ ଆମ୍ଭମାନଙ୍କ ସହିତ ଚୁକ୍ତି କର।” Viz kapitola |