ଯିହୋଶୂୟ 9:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ତହିଁରେ ଇସ୍ରାଏଲୀୟ ଲୋକମାନେ ସେହି ହିବ୍ବୀୟମାନଙ୍କୁ ଉତ୍ତର କଲେ, “କେଜାଣି ତୁମ୍ଭେମାନେ ଆମ୍ଭମାନଙ୍କ ମଧ୍ୟରେ ବାସ କରୁଥିବ; ଆମ୍ଭେମାନେ କିପରି ତୁମ୍ଭମାନଙ୍କ ସହିତ ନିୟମ କରି ପାରିବୁ?” Viz kapitolaପବିତ୍ର ବାଇବଲ (Re-edited) - (BSI)7 ତହିଁରେ ଇସ୍ରାଏଲୀୟ ଲୋକମାନେ ସେହି ହିବ୍ବୀୟ-ମାନଙ୍କୁ ଉତ୍ତର କଲେ, କେଜାଣି ତୁମ୍ଭେମାନେ ଆମ୍ଭମାନଙ୍କ ମଧ୍ୟରେ ବାସ କରୁଥିବ; ଆମ୍ଭେମାନେ କିପରି ତୁମ୍ଭମାନଙ୍କ ସହିତ ନିୟମ କରି ପାରିବୁ? Viz kapitolaଓଡିଆ ବାଇବେଲ7 ତହିଁରେ ଇସ୍ରାଏଲୀୟ ଲୋକମାନେ ସେହି ହିବ୍ବୀୟମାନଙ୍କୁ ଉତ୍ତର କଲେ, “କେଜାଣି ତୁମ୍ଭେମାନେ ଆମ୍ଭମାନଙ୍କ ମଧ୍ୟରେ ବାସ କରୁଥିବ; ଆମ୍ଭେମାନେ କିପରି ତୁମ୍ଭମାନଙ୍କ ସହିତ ନିୟମ କରି ପାରିବୁ ?” Viz kapitolaପବିତ୍ର ବାଇବଲ7 ତେଣୁ ଇସ୍ରାଏଲୀୟ ଲୋକମାନେ ହିବ୍ବୀୟ ଲୋକମାନଙ୍କୁ କହିଲେ, “କେଜାଣି ତୁମ୍ଭେମାନେ ଆମ୍ଭମାନଙ୍କ ମଧ୍ୟରେ ବାସ କରୁଥିବ। ଆମ୍ଭେ ତୁମ୍ଭମାନଙ୍କ ସହିତ ନିୟମ କରି ପାରିବୁ ନାହିଁ। ଯେପର୍ଯ୍ୟନ୍ତ ଆମ୍ଭେ ନ ଜାଣିଛୁ ତୁମ୍ଭେ କେଉଁଠାରୁ ଆସିଛ।” Viz kapitola |