Online Bible

- Reklamy -




ଯିହୂଦା 1:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଦେଖ, ପ୍ରଭୁ ସମସ୍ତଙ୍କର ବିଚାର କରିବା ନିମନ୍ତେ, ପୁଣି, ଅଧାର୍ମିକ ଲୋକ ସମସ୍ତେ ନିଜ ନିଜ ଅଧାର୍ମିକତାରେ ଯେଉଁସବୁ ଅଧର୍ମ କର୍ମ କରିଅଛନ୍ତି ଓ ଅଧାର୍ମିକ ପାପୀମାନେ ତାହାଙ୍କ ବିରୁଦ୍ଧରେ ଯେଉଁସବୁ କଟୁ କଥା କହିଅଛନ୍ତି, ସେ ସମସ୍ତ ବିଷୟରେ ସେମାନଙ୍କୁ ଦୋଷୀ କରି ଦଣ୍ଡ ଦେବା ନିମନ୍ତେ ଆପଣା ଅୟୁତ ଅୟୁତ ସାଧୁଙ୍କ ସହିତ ଆସୁଅଛନ୍ତି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

15 ଦେଖ, ପ୍ରଭୁ ସମସ୍ତଙ୍କର ବିଚାର କରିବା ନିମନ୍ତେ, ପୁଣି ଅଧାର୍ମିକ ଲୋକସମସ୍ତେ ନିଜ ନିଜ ଅଧାର୍ମିକତାରେ ଯେଉଁସବୁ ଅଧର୍ମ କର୍ମ କରିଅଛନ୍ତି ଓ ଅଧାର୍ମିକ ପାପୀମାନେ ତାହାଙ୍କ ବିରୁଦ୍ଧରେ ଯେଉଁସବୁ କଟୁ କଥା କହିଅଛନ୍ତି, ସେ ସମସ୍ତ ବିଷୟରେ ସେମାନଙ୍କୁ ଦୋଷୀ କରି ଦଣ୍ତ ଦେବା ନିମନ୍ତେ ଆପଣା ଅୟୁତ ଅୟୁତ ସାଧୁଙ୍କ ସହିତ ଆସୁଅଛନ୍ତି।

Viz kapitola kopírovat

ଓଡିଆ ବାଇବେଲ

15 ଦେଖ, ପ୍ରଭୁ ସମସ୍ତଙ୍କର ବିଚାର କରିବା ନିମନ୍ତେ,ପୁଣି, ଅଧାର୍ମିକ ଲୋକ ସମସ୍ତେ ନିଜ ନିଜ ଅଧାର୍ମିକତାରେ ଯେଉଁ ସବୁ ଅଧର୍ମ କର୍ମ କରିଅଛନ୍ତି ଓ ଅଧାର୍ମିକ ପାପୀମାନେ ତାହାଙ୍କ ବିରୁଦ୍ଧରେ ଯେଉଁ ସବୁ କଟୁ କଥା କହିଅଛନ୍ତି, ସେ ସମସ୍ତ ବିଷୟରେ ସେମାନଙ୍କୁ ଦୋଷୀ କରି ଦଣ୍ଡ ଦେବା ନିମନ୍ତେ ଆପଣା ଅୟୁତ ଅୟୁତ ସାଧୁଙ୍କ ସହିତ ଆସୁଅଛନ୍ତି ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

15 ସମସ୍ତଙ୍କର ବିଚାର କରିବାକୁ ଆସିବେ। ସେମାନଙ୍କର ସମସ୍ତ ପାପ କାର୍ଯ୍ୟ ପାଇଁ ଓ ଅଧାର୍ମିକମାନଙ୍କର ଉତ୍କଟ ଈଶ୍ୱରନିନ୍ଦା ପାଇଁ ସେମାନଙ୍କୁ ଦଣ୍ଡ ଦେବେ।”

Viz kapitola kopírovat

ପବିତ୍ର ବାଇବଲ

15 ପ୍ରଭୁ ପ୍ରତ୍ୟେକ ଲୋକଙ୍କର ବିଗ୍ଭର କରିବେ। ସେ ପରମେଶ୍ୱରଙ୍କ ବିରୋଧୀ ପ୍ରତ୍ୟେକ ଲୋକଙ୍କୁ ବିଗ୍ଭର କରିବାକୁ ଓ ଦଣ୍ଡ ଦେବାକୁ ଆସୁଛନ୍ତି। ସେ ପରମେଶ୍ୱରଙ୍କର ବିରୁଦ୍ଧରେ ଦୁଷ୍କର୍ମ କରିଥିବା ପ୍ରତ୍ୟେକ ଲୋକଙ୍କୁ ଦଣ୍ଡ ଦେବେ। ଯେଉଁମାନେ ପରମେଶ୍ୱରଙ୍କ ବିରୋଧୀ, ସେହି ପାପୀମାନଙ୍କୁ ପରମେଶ୍ୱର ଦଣ୍ଡ ଦେବେ। ପରମେଶ୍ୱରଙ୍କ ବିରୁଦ୍ଧରେ ମନ୍ଦକଥା କହିବା ହେତୁ ସେ ସେମାନଙ୍କୁ ଦଣ୍ଡ ଦେବେ।”

Viz kapitola kopírovat




ଯିହୂଦା 1:15

Následuj nás:

Reklamy


Reklamy