Online Bible

- Reklamy -




ଯିହୂଦା 1:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 କିନ୍ତୁ, ହେ ପ୍ରିୟମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପ୍ରେରିତମାନେ ପୂର୍ବେ ଯେଉଁସବୁ କଥା କହିଅଛନ୍ତି, ସେହିସବୁ ସ୍ମରଣ କର;

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

17 କିନ୍ତୁ, ହେ ପ୍ରିୟମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପ୍ରେରିତମାନେ ପୂର୍ବେ ଯେଉଁସବୁ କଥା କହିଅଛନ୍ତି, ସେହିସବୁ ସ୍ମରଣ କର;

Viz kapitola kopírovat

ଓଡିଆ ବାଇବେଲ

17 କିନ୍ତୁ, ହେ ପ୍ରିୟମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ପ୍ରେରିତମାନେ ପୂର୍ବେ ଯେଉଁ ସବୁ କଥା କହିଅଛନ୍ତି, ସେହି ସବୁ ସ୍ମରଣ କର;

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

17 ବନ୍ଧୁଗଣ, ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପ୍ରେରିତ ଶିଷମାନେ ତୁମ୍ଭମାନଙ୍କୁ ଯାହା କହି ଯାଇଛନ୍ତି, ତାହା ସ୍ମରଣ କର।

Viz kapitola kopírovat

ପବିତ୍ର ବାଇବଲ

17 ପ୍ରିୟ ବନ୍ଧୁମାନେ, ଆମ୍ଭମାନଙ୍କର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ପ୍ରେରିତମାନେ ତୁମ୍ଭମାନଙ୍କୁ ପୂର୍ବରୁ ଯେଉଁସବୁ କଥା କହିଛନ୍ତି, ତାହା ସ୍ମରଣ କର।

Viz kapitola kopírovat




ଯିହୂଦା 1:17

Následuj nás:

Reklamy


Reklamy