ଯିହୂଦା 1:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ଶାରୀରିକ ପାପକର୍ମରେ କଳଙ୍କିତ ବସ୍ତ୍ରକୁ ମଧ୍ୟ ଘୃଣା କରି ଭୟ ସହକାରେ ଆଉ କେତେକଙ୍କୁ ଦୟା କର। Viz kapitolaପବିତ୍ର ବାଇବଲ (Re-edited) - (BSI)23 ଶାରୀରିକ ପାପକର୍ମରେ କଳଙ୍କିତ ବସ୍ତ୍ରକୁ ମଧ୍ୟ ଘୃଣା କରି ଭୟ ସହକାରେ ଆଉ କେତେକଙ୍କୁ ଦୟା କର। Viz kapitolaଓଡିଆ ବାଇବେଲ23 ଶାରୀରିକ ପାପକର୍ମରେ କଳଙ୍କିତ ବସ୍ତ୍ରକୁ ମଧ୍ୟ ଘୃଣା କରି ଭୟ ସହକାରେ ଆଉ କେତେକଙ୍କୁ ଦୟା କର । Viz kapitolaପବିତ୍ର ବାଇବଲ (CL) NT (BSI)23 ଭ୍ରାନ୍ତିରେ ପଡ଼ି ବିଷ୍ଟ ହେବାକୁ ଯାଉଥିବା ଲୋକଙ୍କୁ ଅଗ୍ନିରୁ ଉଦ୍ଧାର କର। ଆଉ କେତେକଙ୍କର ପାପ କଳଙ୍କିତ ବସ୍ତ୍ରକୁ ସୁଦ୍ଧା ଘୃଣା କର, କିନ୍ତୁ ଭୟର ସହ ସେମାନଙ୍କୁ ଦୟା ପ୍ରଦର୍ଶ କର। Viz kapitolaପବିତ୍ର ବାଇବଲ23 ଅନ୍ୟ ଲୋକମାନଙ୍କୁ ରକ୍ଷାକର। ସେହି ଲୋକମାନଙ୍କୁ ଅଗ୍ନିରୁ ଟାଣି ଆଣ। କିନ୍ତୁ ତୁମ୍ଭେ ଅନ୍ୟ ପାପୀମାନଙ୍କୁ ଦୟା ଦେଖାଇବା ବେଳେ ସାବଧାନରେ ରୁହ। ପାପରେ କଳଙ୍କିତ ହୋଇଥିବା ସେମାନଙ୍କର ଲୁଗାପଟାକୁ ମଧ୍ୟ ଘୃଣା କର। Viz kapitola |