Online Bible

- Reklamy -




ଯିହୂଦା 1:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ଯେ ତୁମ୍ଭମାନଙ୍କୁ ଝୁଣ୍ଟିବାରୁ ରକ୍ଷା କରିବାକୁ ପୁଣି, ଆପଣା ଗୌରବ ସମ୍ମୁଖରେ ମହାନନ୍ଦରେ ନିର୍ଦ୍ଦୋଷ ରୂପେ ଉପସ୍ଥିତ କରିବାକୁ ସକ୍ଷମ,

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

24 ଯେ ତୁମ୍ଭମାନଙ୍କୁ ସ୍ଖଳନରୁ ରକ୍ଷା କରିବାକୁ ପୁଣି ଆପଣା ଗୌରବ ସମ୍ମୁଖରେ ମହାନନ୍ଦରେ ନିର୍ଦ୍ଦୋଷ ରୂପେ ଉପସ୍ଥିତ କରିବାକୁ ସକ୍ଷମ,

Viz kapitola kopírovat

ଓଡିଆ ବାଇବେଲ

24 ଯେ ତୁମ୍ଭମାନଙ୍କୁ ଝୁଣ୍ଟିବାରୁ ରକ୍ଷା କରିବାକୁ ପୁଣି, ଆପଣା ଗୌରବ ସମ୍ମୁଖରେ ମହାନନ୍ଦରେ ନିର୍ଦ୍ଦୋଷ ରୂପେ ଉପସ୍ଥିତ କରିବାକୁ ସକ୍ଷମ,

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

24 ଯେ ତୁମ୍ଭମାନଙ୍କୁ ପତନରୁ ରକ୍ଷା କରିବାକୁ ଓ ତାଙ୍କ ଗୌରବମୟ ଛାମୁରେ ନିର୍ଦ୍ଦୋଷ ଓ ଉଲ୍ଲେସିତ କରି ଉପସ୍ଥାପିତ କରିବାକୁ ସମର୍ଥ,

Viz kapitola kopírovat

ପବିତ୍ର ବାଇବଲ

24 ପରମେଶ୍ୱର ଶକ୍ତିଶାଳୀ ଓ ସେ ତୁମ୍ଭକୁ ପତନରୁ ରକ୍ଷା କରିବେ। ସେ ତୁମ୍ଭକୁ ମନ୍ଦରୁ ରକ୍ଷା କରି ନିଜର ଗୌରବ ସମ୍ମୁଖକୁ ଆଣି ପାରିବେ ଓ ତୁମ୍ଭକୁ ମହାନନ୍ଦ ଦେଇ ପାରିବେ।

Viz kapitola kopírovat




ଯିହୂଦା 1:24

Následuj nás:

Reklamy


Reklamy