ଯିହୂଦା 1:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ତଥାପି ଏହି ସ୍ୱପ୍ନଦର୍ଶକମାନେ ମଧ୍ୟ ସେହିପରି ଶରୀରକୁ ଅଶୁଚି କରନ୍ତି, ଅଧିକାରୀମାନଙ୍କର ଅବଜ୍ଞା କରନ୍ତି ଓ ଅଲୌକିକ ଶକ୍ତିମାନଙ୍କର ନିନ୍ଦା କରନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)8 ତଥାପି ଏହି ସ୍ଵପ୍ନଦର୍ଶକମାନେ ମଧ୍ୟ ସେହିପରି ଶରୀରକୁ ଅଶୁଚି କରନ୍ତି, ପ୍ରଭୁତ୍ଵ ଅବଜ୍ଞା କରନ୍ତି ଓ ଅଲୌକିକ ଶକ୍ତିମାନଙ୍କର ନିନ୍ଦା କରନ୍ତି। Viz kapitolaଓଡିଆ ବାଇବେଲ8 ତଥାପି ଏହି ସ୍ୱପ୍ନଦର୍ଶକମାନେ ମଧ୍ୟ ସେହିପରି ଶରୀରକୁ ଅଶୁଚି କରନ୍ତି, ପ୍ରଭୁତ୍ୱ ଅବଜ୍ଞା କରନ୍ତି ଓ ଅଲୌକିକ ଶକ୍ତିମାନଙ୍କର ନିନ୍ଦା କରନ୍ତି । Viz kapitolaପବିତ୍ର ବାଇବଲ (CL) NT (BSI)8 ସେହିପରି ଏହି ଲୋକମାନେ ସ୍ୱପ୍ନାଦେଶ ପାଇଛନ୍ତି ଭାବି ନିଜ ନିଜ ଶରୀର ବିରୁଦ୍ଧରେ ପାପ କରନ୍ତି। ସେମାନେ ଈଶ୍ବରଙ୍କ କତ୍ତ୍ୱର୍ତ୍ୱ ଅବଜ୍ଞା କରନ୍ତି ଓ ସ୍ୱର୍ଗଦୂତ ମାନଙ୍କୁ ଅପମାନ କରନ୍ତି। Viz kapitolaପବିତ୍ର ବାଇବଲ8 ତୁମ୍ଭମାନଙ୍କ ଦଳରେ ପ୍ରବେଶ କରିଥିବା ଲୋକମାନେ ଠିକ୍ ଏହିପରି। ସେମାନେ ସ୍ୱପ୍ନ ଦ୍ୱାରା ପରିଗ୍ଭଳିତ ହୁଅନ୍ତି। ସେମାନେ ନିଜ ଶରୀରକୁ ପାପ କାର୍ଯ୍ୟରେ ଦୂଷିତ କରନ୍ତି। ସେମାନେ ପରମେଶ୍ୱରଙ୍କର କର୍ତ୍ତୃତ୍ୱକୁ ଅସ୍ୱୀକାର କରନ୍ତି ଓ ଗୌରବମୟ ସ୍ୱର୍ଗଦୂତମାନଙ୍କ ବିରୁଦ୍ଧରେ ବହୁତ ମନ୍ଦ କଥା କହନ୍ତି। Viz kapitola |