Online Bible

- Reklamy -




ଯିହୂଦା 1:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 କିନ୍ତୁ ପ୍ରଧାନ ଦୂତ ମୀଖାୟେଲ ମୋଶାଙ୍କ ଶବ ବିଷୟରେ ଶୟତାନ ସହିତ ବାଦାନୁବାଦ କରିବା ସମୟରେ ନିନ୍ଦା କରି ତାହାର ବିଚାର କରିବାକୁ ସାହସୀ ନ ହୋଇ, କେବଳ ଏତିକି କହିଲେ, ପ୍ରଭୁ ତୁମ୍ଭକୁ ଧମକ ଦିଅନ୍ତୁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

9 କିନ୍ତୁ ପ୍ରଧାନ ଦୂତ ମୀଖାୟେଲ ମୋଶାଙ୍କ ଶବ ବିଷୟରେ ଶୟତାନ ସହିତ ବାଦାନୁବାଦ କରିବା ସମୟରେ ନିନ୍ଦା କରି ତାହାର ବିଚାର କରିବାକୁ ସାହସୀ ହୋଇ ନ ଥିଲେ, କେବଳ ଏତିକି କହିଲେ, ପ୍ରଭୁ ତୁମ୍ଭକୁ ଧମକ ଦିଅନ୍ତୁ।

Viz kapitola kopírovat

ଓଡିଆ ବାଇବେଲ

9 କିନ୍ତୁ ପ୍ରଧାନ ଦୂତ ମୀଖାୟେଲ ମୋଶାଙ୍କ ଶବ ବିଷୟରେ ଶୟତାନ ସହିତ ବାଦାନୁବାଦ କରିବା ସମୟରେ ନିନ୍ଦା କରି ତାହାର ବିଚାର କରିବାକୁ ସାହସୀ ନ ହୋଇ, କେବଳ ଏତିକି କହିଲେ, ପ୍ରଭୁ ତୁମ୍ଭକୁ ଧମକ ଦିଅନ୍ତୁ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

9 ପ୍ରଧାନ ସ୍ୱର୍ଗଦୂତ ମିଖାଏଲ ମଧ୍ୟ ଏପରି ଆଚରଣ କରି ନ ଥିଲେ। ମୋଶାଙ୍କ ସମାଧି ନେଇ ଶୟତାନ ସହିତ ତର୍କ ବିତର୍କ କରିବ ସମୟରେ ମିଖାଏଲ ଅପମାନସୂଚକ ଭାଷା ପ୍ରୟୋଗ କରି ଶୟତାନର ବିଚାର କରି ନ ଥିଲେ। ସେ କେବଳ କହିଥିଲେ, “ପ୍ରଭୁ ତୋତେ ଉର୍ତ୍ସନା କରନ୍ତୁ।”

Viz kapitola kopírovat

ପବିତ୍ର ବାଇବଲ

9 ପ୍ରଧାନ ସ୍ୱର୍ଗଦୂତ ମୀଖାୟେଲ ମଧ୍ୟ ଏହା କରି ନ ଥିଲେ। ସେ ମୋଶାଙ୍କ ଶରୀର ନେବା ବିଷୟରେ ଶୟତାନ ସହିତ ଯୁକ୍ତି କରିଥିଲେ। କିନ୍ତୁ ମୀଖାୟେଲ ସମାଲୋଚନାମୂଳକ କଥା କହି ତାହାକୁ ଦୋଷୀ କରିବାକୁ ସାହସ କଲେ ନାହିଁ। କିନ୍ତୁ ସେ କହିଲେ, “ପ୍ରଭୁ ତୁମ୍ଭକୁ ଦଣ୍ଡ ଦିଅନ୍ତୁ।”

Viz kapitola kopírovat




ଯିହୂଦା 1:9

Následuj nás:

Reklamy


Reklamy