ବିଳାପ 1:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ହାୟ ହାୟ, ଲୋକରେ ପରିପୂର୍ଣ୍ଣ ନଗରୀ କିପରି ଏକାକିନୀ ହୋଇ ବସିଅଛି! ସେ କିପରି ବିଧବା ତୁଲ୍ୟ ହୋଇଅଛି! ଯେ ଗୋଷ୍ଠୀଗଣ ମଧ୍ୟରେ ପ୍ରଧାନା ଥିଲା ଓ ପ୍ରଦେଶସମୂହ ମଧ୍ୟରେ ରାଣୀ ଥିଲା, ସେ କିପରି କରଦାୟିନୀ ହୋଇଅଛି! Viz kapitolaପବିତ୍ର ବାଇବଲ (Re-edited) - (BSI)1 ହାୟ ହାୟ, ଲୋକରେ ପରିପୂର୍ଣ୍ଣ ନଗରୀ କିପରି ଏକାକିନୀ ହୋଇ ବସୁଅଛି ! ସେ କିପରି ବିଧବା ତୁଲ୍ୟ ହୋଇଅଛି ! ଯେ ଗୋଷ୍ଠୀଗଣ ମଧ୍ୟରେ ପ୍ରଧାନା ଥିଲା ଓ ପ୍ରଦେଶସମୂହ ମଧ୍ୟରେ ରାଣୀ ଥିଲା, ସେ କିପରି କରଦାୟିନୀ ହୋଇଅଛି ! Viz kapitolaଓଡିଆ ବାଇବେଲ1 ହାୟ ହାୟ, ଲୋକରେ ପରିପୂର୍ଣ୍ଣ ନଗରୀ କିପରି ଏକାକିନୀ ହୋଇ ବସିଅଛି ! ସେ କିପରି ବିଧବା ତୁଲ୍ୟ ହୋଇଅଛି ! ଯେ ଗୋଷ୍ଠୀଗଣ ମଧ୍ୟରେ ପ୍ରଧାନା ଥିଲା ଓ ପ୍ରଦେଶ ସମୂହ ମଧ୍ୟରେ ରାଣୀ ଥିଲା, ସେ କିପରି କରଦାୟିନୀ ହୋଇଅଛି ! Viz kapitolaପବିତ୍ର ବାଇବଲ1 ଏହା କିପରି ଯେ, ସେ ଏକାକୀ ନ ଜାଣି ବସିଛନ୍ତି, ଏକଦା ସେହି ସହର ଲୋକପୂର୍ଣ୍ଣ ଥିଲା, ଯିରୁଶାଲମ ପୃଥିବୀର ମହାନ ନଗରୀମାନଙ୍କ ମଧ୍ୟରେ ଅନ୍ୟତମ ଥିଲା, କିନ୍ତୁ ବର୍ତ୍ତମାନ ବିଧବା ତୁଲ୍ୟ ଅଛି। ସେ ଯିଏ କି ଜଣେ ରାଜକୁମାରୀ ପରି ଥିଲା, ବର୍ତ୍ତମାନ ସେ କିପରି କରଦାୟୀନୀ ଦାସୀପରି ହୋଇଅଛି। Viz kapitola |