ବିଳାପ 4:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ସଦାପ୍ରଭୁଙ୍କ କ୍ରୋଧ ସେମାନଙ୍କୁ ଛିନ୍ନଭିନ୍ନ କରିଅଛି; ସେ ସେମାନଙ୍କ ପ୍ରତି ଆଉ ଦୃଷ୍ଟିପାତ କରିବେ ନାହିଁ; ସେମାନେ ଯାଜକମାନଙ୍କୁ ଆଦର କଲେ ନାହିଁ, ସେମାନେ ପ୍ରାଚୀନଗଣକୁ ଅନୁଗ୍ରହ କଲେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)16 ସଦାପ୍ରଭୁଙ୍କ କ୍ରୋଧ ସେମାନଙ୍କୁ ଛିନ୍ନଭିନ୍ନ କରିଅଛି; ସେ ସେମାନଙ୍କ ପ୍ରତି ଆଉ ଦୃଷ୍ଟିପାତ କରିବେ ନାହିଁ; ସେମାନେ ଯାଜକମାନଙ୍କୁ ଆଦର କଲେ ନାହିଁ, ସେମାନେ ପ୍ରାଚୀନଗଣକୁ ଅନୁଗ୍ରହ କଲେ ନାହିଁ। Viz kapitolaଓଡିଆ ବାଇବେଲ16 ସଦାପ୍ରଭୁଙ୍କ କ୍ରୋଧ ସେମାନଙ୍କୁ ଛିନ୍ନଭିନ୍ନ କରିଅଛି; ସେ ସେମାନଙ୍କ ପ୍ରତି ଆଉ ଦୃଷ୍ଟିପାତ କରିବେ ନାହିଁ; ସେମାନେ ଯାଜକମାନଙ୍କୁ ଆଦର କଲେ ନାହିଁ, ସେମାନେ ପ୍ରାଚୀନଗଣକୁ ଅନୁଗ୍ରହ କଲେ ନାହିଁ। Viz kapitolaପବିତ୍ର ବାଇବଲ16 ସଦାପ୍ରଭୁଙ୍କ କୋପରେ ସେମାନେ ବିନଷ୍ଟ ହୋଇଅଛନ୍ତି। ସଦାପ୍ରଭୁ ଆଉ ସେମାନଙ୍କ ପ୍ରତି ଦୃଷ୍ଟିପାତ କରିବେ ନାହିଁ। କାରଣ ସେମାନେ ଯାଜକମାନଙ୍କୁ ଆଦର କଲେ ନାହିଁ କି ଯିହୁଦାର ପ୍ରାଚୀନବର୍ଗଙ୍କୁ ଅନୁଗ୍ରହ କଲେ ନାହିଁ। Viz kapitola |