Online Bible

- Reklamy -




ବିଳାପ 4:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ତାହାର କୁଳୀନ ଲୋକମାନେ ହିମ ଅପେକ୍ଷା ନିର୍ମଳ, ସେମାନେ ଦୁଗ୍ଧ ଅପେକ୍ଷା ଶୁକ୍ଳ ଥିଲେ, ସେମାନଙ୍କର ଶରୀର ପ୍ରବାଳ ଅପେକ୍ଷା ରକ୍ତବର୍ଣ୍ଣ, ସେମାନଙ୍କର କାନ୍ତି ନୀଳକାନ୍ତମଣି ତୁଲ୍ୟ ଥିଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

7 ତାହାର କୁଳୀନ ଲୋକମାନେ ହିମ ଅପେକ୍ଷା ନିର୍ମଳ, ସେମାନେ ଦୁଗ୍ଧ ଅପେକ୍ଷା ଶୁକ୍ଳ ଥିଲେ, ସେମାନଙ୍କର ଶରୀର ପ୍ରବାଳ ଅପେକ୍ଷା ରକ୍ତବର୍ଣ୍ଣ, ସେମାନଙ୍କର କାନ୍ତି ନୀଳକା; ମଣି ତୁଲ୍ୟ ଥିଲା;

Viz kapitola kopírovat

ଓଡିଆ ବାଇବେଲ

7 ତାହାର କୁଳୀନ ଲୋକମାନେ ହିମ ଅପେକ୍ଷା ନିର୍ମଳ, ସେମାନେ ଦୁଗ୍ଧ ଅପେକ୍ଷା ଶୁକ୍ଳ ଥିଲେ, ସେମାନଙ୍କର ଶରୀର ପ୍ରବାଳ ଅପେକ୍ଷା ରକ୍ତବର୍ଣ୍ଣ, ସେମାନଙ୍କର କାନ୍ତି ନୀଳକାନ୍ତ ମଣି ତୁଲ୍ୟ ଥିଲା।

Viz kapitola kopírovat

ପବିତ୍ର ବାଇବଲ

7 ଯିହୁଦାର କେତେକ ଲୋକ ପରମେଶ୍ୱରଙ୍କୁ ସ୍ୱତନ୍ତ୍ର ଭାବରେ ଉତ୍ସର୍ଗୀକୃତ ହୋଇଥିଲେ। ସେମାନେ ନିର୍ମଳ ଥିଲେ; ସେମାନେ ହିମ ଅପେକ୍ଷା ଅଧିକ ଶୁଭ୍ର, ଦୁ‌ଗ୍‌ଧଠାରୁ ଅଧିକ ଶୁକ୍ଳ ଥିଲେ। ସେମାନଙ୍କର ଶରୀର ପ୍ରବାଳ ଅପେକ୍ଷା ରକ୍ତବର୍ଣ୍ଣ ଓ ସେମାନଙ୍କର କ୍ଳାନ୍ତି ନୀଳକାନ୍ତ ମଣି ତୁଲ୍ୟ ଥିଲା।

Viz kapitola kopírovat




ବିଳାପ 4:7

Následuj nás:

Reklamy


Reklamy