ଲେବୀୟ ପୁସ୍ତକ 1:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ତେବେ ସେ ନିଖୁନ୍ତ ପୁଂପଶୁ ଘେନି ସଦାପ୍ରଭୁଙ୍କ ସମ୍ମୁଖରେ ଯଜ୍ଞବେଦିର ଉତ୍ତର ଦିଗରେ ବଧ କରିବ; ପୁଣି ହାରୋଣର ପୁତ୍ର ଯାଜକଗଣ ବେଦିର ଉପର ଚତୁର୍ଦ୍ଦିଗରେ ତାହାର ରକ୍ତ ଛିଞ୍ଚିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)11 ତେବେ ନିଖୁନ୍ତ ପୁଂପଶୁ ଘେନି ବେଦି ପାର୍ଶ୍ଵରେ ଉତ୍ତରଦିଗରେ ସଦାପ୍ରଭୁଙ୍କ ସମ୍ମୁଖରେ ତାହା ବଧ କରିବ; ତହୁଁ ହାରୋଣର ପୁତ୍ର ଯାଜକଗଣ ବେଦି-ଉପର ଚାରିଆଡ଼େ ତାହାର ରକ୍ତ ଛିଞ୍ଚିବେ। Viz kapitolaଓଡିଆ ବାଇବେଲ11 ତେବେ ସେ ନିଖୁନ୍ତ ପୁଂ ପଶୁ ଘେନି ସଦାପ୍ରଭୁଙ୍କ ସମ୍ମୁଖରେ ଯଜ୍ଞବେଦିର ଉତ୍ତର ଦିଗରେ ବଧ କରିବ; ପୁଣି ହାରୋଣର ପୁତ୍ର ଯାଜକଗଣ ବେଦିର ଉପର ଚତୁର୍ଦ୍ଦିଗରେ ତାହାର ରକ୍ତ ଛିଞ୍ଚିବେ। Viz kapitolaପବିତ୍ର ବାଇବଲ11 ପୁଣି ସେ ଯଜ୍ଞବେଦିର ଉତ୍ତର ପାର୍ଶ୍ୱରେ ସଦାପ୍ରଭୁଙ୍କ ସମ୍ମୁଖରେ ତାକୁ ବଧ କରିବ। ତା'ପରେ ଯାଜକ ହାରୋଣର ପୁତ୍ରମାନେ ଯଜ୍ଞବେଦିର ଚତୁର୍ଦ୍ଦିଗରେ ତାହାର ରକ୍ତ ସିଞ୍ଚନ କରିବେ। Viz kapitola |