ଲେବୀୟ ପୁସ୍ତକ 1:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଏଥିଉତ୍ତାରେ ସେ ତାହାର ମଳ ସହିତ ଗଳା ଥଳୀ ଘେନି ବେଦିର ପୂର୍ବପାର୍ଶ୍ଵସ୍ଥ ଭସ୍ମ ସ୍ଥାନରେ ନିକ୍ଷେପ କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)16 ଅନନ୍ତର ସେ ତାହାର ମଳ ସହିତ ଗଳା-ଥଳୀ ଘେନି ବେଦିର ପୂର୍ବପାର୍ଶ୍ଵସ୍ଥ ଭସ୍ମ ସ୍ଥାନରେ ନିକ୍ଷେପ କରିବ। Viz kapitolaଓଡିଆ ବାଇବେଲ16 ଏଥିଉତ୍ତାରେ ସେ ତାହାର ମଳ ସହିତ ଗଳା ଥଳୀ ଘେନି ବେଦିର ପୂର୍ବପାର୍ଶ୍ଵସ୍ଥ ଭସ୍ମ ସ୍ଥାନରେ ନିକ୍ଷେପ କରିବ। Viz kapitolaପବିତ୍ର ବାଇବଲ16 ସେହି ଯାଜକ ସେ ପକ୍ଷୀର ଖାଦ୍ୟ-ନଳୀ, ମଳ ଓ ପର ନେଇ ପୂର୍ବପାର୍ଶ୍ୱସ୍ଥ ଭସ୍ମ ସ୍ଥାନରେ ନିକ୍ଷେପ କରିବ। Viz kapitola |