ଲେବୀୟ ପୁସ୍ତକ 1:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ, ତୁମ୍ଭମାନଙ୍କ ମଧ୍ୟରୁ କେହି ଯଦି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳି ଉତ୍ସର୍ଗ କରେ, ତେବେ ସେ ଗୋରୁ ଅବା ମେଷପଲରୁ ଆପଣା ବଳି ଆଣି ଉତ୍ସର୍ଗ କରୁ। Viz kapitolaପବିତ୍ର ବାଇବଲ (Re-edited) - (BSI)2 ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ବୋଲ ଓ ସେମାନଙ୍କୁ କୁହ, ତୁମ୍ଭମାନଙ୍କ ମଧ୍ୟରୁ କେହି ଯେବେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳି ଉତ୍ସର୍ଗ କରେ, ତେବେ ସେ ଗୋରୁ ଅବା ମେଷପଲରୁ ଆପଣା ବଳି ଆଣି ଉତ୍ସର୍ଗ କରୁ। Viz kapitolaଓଡିଆ ବାଇବେଲ2 “ତୁମ୍ଭେ ଇସ୍ରାଏଲ ସନ୍ତାନଗଣଙ୍କୁ କୁହ, ତୁମ୍ଭମାନଙ୍କ ମଧ୍ୟରୁ କେହି ଯଦି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳି ଉତ୍ସର୍ଗ କରେ, ତେବେ ସେ ଗୋରୁ ଅବା ମେଷ ପଲରୁ ଆପଣା ବଳି ଆଣି ଉତ୍ସର୍ଗ କରୁ। Viz kapitolaପବିତ୍ର ବାଇବଲ2 “ତୁମ୍ଭେ ଇସ୍ରାଏଲ ସନ୍ତାନଗଣଙ୍କୁ କୁହ, ତୁମ୍ଭମାନଙ୍କ ମଧ୍ୟରୁ କେହି ଯଦି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୈବେଦ୍ୟ ଉତ୍ସର୍ଗ କରେ, ତେବେ ସେ ନିଜ ପାଳିତ ଗୋରୁ, ମେଷ କିମ୍ବା ଛେଳି ଉତ୍ସର୍ଗ କରୁ। Viz kapitola |