Online Bible

- Reklamy -




ଲେବୀୟ ପୁସ୍ତକ 10:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ପୁଣି ସଦାପ୍ରଭୁ ମୋଶାଙ୍କ ଦ୍ୱାରା ଇସ୍ରାଏଲ-ସନ୍ତାନଗଣକୁ ଯେଉଁ ସକଳ ବିଧି ଦେଇଅଛନ୍ତି, ତାହା ସେମାନଙ୍କୁ ଶିକ୍ଷା ଦେଇ ପାରିବ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

11 ପୁଣି ସଦାପ୍ରଭୁ ମୋଶାଙ୍କ ଦ୍ଵାରା ଇସ୍ରାଏଲ-ସନ୍ତାନଗଣକୁ ଯେସକଳ ବିଧି ଦେଇଅଛନ୍ତି, ତାହା ସେମାନଙ୍କୁ ଶିକ୍ଷା ଦେଇ ପାରିବ।

Viz kapitola kopírovat

ଓଡିଆ ବାଇବେଲ

11 ପୁଣି ସଦାପ୍ରଭୁ ମୋଶାଙ୍କ ଦ୍ୱାରା ଇସ୍ରାଏଲ ସନ୍ତାନଗଣକୁ ଯେଉଁ ସକଳ ବିଧି ଦେଇଅଛନ୍ତି, ତାହା ସେମାନଙ୍କୁ ଶିକ୍ଷା ଦେଇ ପାରିବ।”

Viz kapitola kopírovat

ପବିତ୍ର ବାଇବଲ

11 ସଦାପ୍ରଭୁ ମୋଶାଙ୍କୁ ଯେଉଁ ବ୍ୟବସ୍ଥାମାନ ଦେଇଥିଲେ, ମୋଶା ସେ ସମସ୍ତ ବ୍ୟବସ୍ଥା ଇସ୍ରାଏଲର ସନ୍ତାନଗଣଙ୍କୁ ଦେଲେ। ହାରୋଣ ତୁମ୍ଭେ ସେହିସବୁ ବ୍ୟବସ୍ଥା ଲୋକମାନଙ୍କୁ ଶିକ୍ଷା ଦେଇ ପାରିବ।”

Viz kapitola kopírovat




ଲେବୀୟ ପୁସ୍ତକ 10:11

Následuj nás:

Reklamy


Reklamy