ଲେବୀୟ ପୁସ୍ତକ 10:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ପୁଣି ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ ଓ ତୁମ୍ଭ କନ୍ୟାଗଣ ଦୋଳନୀୟ ନୈବେଦ୍ୟର ବକ୍ଷ ଓ ଉତ୍ତୋଳନୀୟ ଉପହାରର ଜଙ୍ଘ କୌଣସି ଶୁଚି ସ୍ଥାନରେ ଭୋଜନ କରିବ, ଯେହେତୁ ଇସ୍ରାଏଲ-ସନ୍ତାନଗଣର ମଙ୍ଗଳାର୍ଥକ ବଳି ମଧ୍ୟରୁ ତାହା ତୁମ୍ଭର ଓ ତୁମ୍ଭ ସନ୍ତାନଗଣର ପ୍ରାପ୍ତବ୍ୟ ଅଂଶ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ପୁଣି ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ ଓ ତୁମ୍ଭ କନ୍ୟାଗଣ ଦୋଳନୀୟ ବକ୍ଷ ଓ ଉତ୍ତୋଳନୀୟ ଚଟୁଆ କୌଣସି ଶୁଚି ସ୍ଥାନରେ ଭୋଜନ କରିବ, ଯେହେତୁ ଇସ୍ରାଏଲ-ସନ୍ତାନଗଣର ମଙ୍ଗଳାର୍ଥକ ବଳି ମଧ୍ୟରୁ ତାହା ତୁମ୍ଭର ଓ ତୁମ୍ଭ ସନ୍ତାନଗଣର ପ୍ରାପ୍ତବ୍ୟ ଅଂଶୁ। Viz kapitolaଓଡିଆ ବାଇବେଲ14 ପୁଣି ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ ଓ ତୁମ୍ଭ କନ୍ୟାଗଣ ଦୋଳନୀୟ ନୈବେଦ୍ୟର ବକ୍ଷ ଓ ଉତ୍ତୋଳନୀୟ ଉପହାରର ଜଙ୍ଘ କୌଣସି ଶୁଚି ସ୍ଥାନରେ ଭୋଜନ କରିବ, ଯେହେତୁ ଇସ୍ରାଏଲ ସନ୍ତାନଗଣର ମଙ୍ଗଳାର୍ଥକ ବଳି ମଧ୍ୟରୁ ତାହା ତୁମ୍ଭର ଓ ତୁମ୍ଭ ସନ୍ତାନଗଣର ପ୍ରାପ୍ତବ୍ୟ ଅଂଶ। Viz kapitolaପବିତ୍ର ବାଇବଲ14 “ପୁଣି ତୁମ୍ଭେ ତୁମ୍ଭର ପୁତ୍ରଗଣ ଓ ତୁମ୍ଭର କନ୍ୟାଗଣ ଝୁଲାଯାଇଥିବା ବକ୍ଷ ଓ ଚଟୁଆ ନେଇ ଏକ ଶୁଚି ସ୍ଥାନରେ ଭୋଜନ କରିବ, ଯେହେତୁ ଇସ୍ରାଏଲ ସନ୍ତାନଗଣର ମଙ୍ଗଳାର୍ଥକ ନୈବେଦ୍ୟ ମଧ୍ୟରୁ ତାହା ତୁମ୍ଭର ଓ ତୁମ୍ଭ ସନ୍ତାନଗଣର ପ୍ରାପ୍ୟ ଅଂଶ। Viz kapitola |