ଲେବୀୟ ପୁସ୍ତକ 11:45 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT45 କାରଣ ତୁମ୍ଭମାନଙ୍କର ପରମେଶ୍ୱର ହେବା ନିମନ୍ତେ ମୁଁ ସଦାପ୍ରଭୁ ମିସର ଦେଶରୁ ତୁମ୍ଭମାନଙ୍କୁ ବାହାର କରି ଆଣିଅଛି; ଏନିମନ୍ତେ ତୁମ୍ଭେମାନେ ପବିତ୍ର ହେବ, କାରଣ ମୁଁ ପବିତ୍ର ଅଟେ। Viz kapitolaପବିତ୍ର ବାଇବଲ (Re-edited) - (BSI)45 କାରଣ ତୁମ୍ଭମାନଙ୍କର ପରମେଶ୍ଵର ହେବା ନିମନ୍ତେ ଆମ୍ଭେ ସଦାପ୍ରଭୁ ମିସର ଦେଶରୁ ତୁମ୍ଭମାନଙ୍କୁ ବାହାର କରି ଆଣିଅଛୁ; ଏନିମନ୍ତେ ତୁମ୍ଭେମାନେ ପବିତ୍ର ହେବ, କାରଣ ଆମ୍ଭେ ପବିତ୍ର ଅଟୁ। Viz kapitolaଓଡିଆ ବାଇବେଲ45 କାରଣ ତୁମ୍ଭମାନଙ୍କର ପରମେଶ୍ୱର ହେବା ନିମନ୍ତେ ମୁଁ ସଦାପ୍ରଭୁ ମିସର ଦେଶରୁ ତୁମ୍ଭମାନଙ୍କୁ ବାହାର କରି ଆଣିଅଛି; ଏନିମନ୍ତେ ତୁମ୍ଭେମାନେ ପବିତ୍ର ହେବ, କାରଣ ମୁଁ ପବିତ୍ର ଅଟେ। Viz kapitolaପବିତ୍ର ବାଇବଲ45 ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର, ତୁମ୍ଭମାନଙ୍କୁ ମିଶରରୁ ଆଣିଅଛୁ। ଏଣୁ ତୁମ୍ଭେମାନେ ପବିତ୍ର ହେବ କାରଣ ଆମ୍ଭେ ପବିତ୍ର ଅଟୁ।” Viz kapitola |