ଲେବୀୟ ପୁସ୍ତକ 13:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ତେବେ ତାହାର ଶରୀରର ଚର୍ମରେ ତାହା ପୁରାତନ କୁଷ୍ଠରୋଗ ଅଟେ, ପୁଣି ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; ସେ ତାହାକୁ ରୁଦ୍ଧ କରିବ ନାହିଁ, କାରଣ ସେ ଅଶୁଚି। Viz kapitolaପବିତ୍ର ବାଇବଲ (Re-edited) - (BSI)11 ତେବେ ତାହାର ଶରୀରର ଚର୍ମରେ ତାହା ପୁରାତନ କୁଷ୍ଠ ରୋଗ ଅଟେ, ପୁଣି ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; ସେ ତାହାକୁ ରୁଦ୍ଧ କରିବ ନାହିଁ, କାରଣ ସେ ଅଶୁଚି। Viz kapitolaଓଡିଆ ବାଇବେଲ11 ତେବେ ତାହାର ଶରୀରର ଚର୍ମରେ ତାହା ପୁରାତନ କୁଷ୍ଠରୋଗ ଅଟେ, ପୁଣି ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; ସେ ତାହାକୁ ରୁଦ୍ଧ କରିବ ନାହିଁ, କାରଣ ସେ ଅଶୁଚି। Viz kapitolaପବିତ୍ର ବାଇବଲ11 ତେବେ ତାହା ଶରୀରର ଚର୍ମରେ କୁଷ୍ଠରୋଗ ଅଟେ, ପୁଣି ଯାଜକ ତାକୁ ଅଶୁଚି ବୋଲି ପ୍ରକାଶ କରିବ। ସେ ତାହାକୁ ସମାଜରୁ ପୃଥକ କରିବ ନାହିଁ, କାରଣ ସେ ଅଶୁଚି। Viz kapitola |