ଲେବୀୟ ପୁସ୍ତକ 13:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ତହୁଁ ସପ୍ତମ ଦିନରେ ଯାଜକ ତାହାକୁ ଦେଖିବ; ଯଦି ତାହା ଚର୍ମରେ ବ୍ୟାପିଥାଏ, ତେବେ ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; ତାହା କୁଷ୍ଠରୋଗର ଘାʼ ଅଟେ। Viz kapitolaପବିତ୍ର ବାଇବଲ (Re-edited) - (BSI)27 ତହୁଁ ସପ୍ତମ ଦିନରେ ଯାଜକ ତାହାକୁ ଦେଖିବ; ଯେବେ ତାହା ଚର୍ମରେ ବ୍ୟାପିଥାଏ, ତେବେ ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; ତାହା କୁଷ୍ଠ ରୋଗର ଘାଆ। Viz kapitolaଓଡିଆ ବାଇବେଲ27 ତହୁଁ ସପ୍ତମ ଦିନରେ ଯାଜକ ତାହାକୁ ଦେଖିବ; ଯଦି ତାହା ଚର୍ମରେ ବ୍ୟାପିଥାଏ, ତେବେ ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; ତାହା କୁଷ୍ଠରୋଗର ଘା’ ଅଟେ। Viz kapitolaପବିତ୍ର ବାଇବଲ27 ସପ୍ତମ ଦିନ ଯାଜକ ପୁନର୍ବାର ଲୋକଟିକୁ ଦେଖିବ, ଯଦି ତାହା ଚର୍ମରେ ବ୍ୟାପି ଥାଏ, ତେବେ ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ, ତାହା କୁଷ୍ଠରୋଗର ଘା’। Viz kapitola |