ଲେବୀୟ ପୁସ୍ତକ 13:39 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT39 ତେବେ ଯାଜକ ତାହା ଦେଖିବ; ପୁଣି ପ୍ରକୃତରେ, ଯଦି ସେମାନଙ୍କ ଶରୀରର ଚର୍ମରେ ସେହି ଚିକ୍କଣ ଚିହ୍ନ ଅଳ୍ପ ମଳିନ ଶ୍ଵେତବର୍ଣ୍ଣ ହୁଏ, ତେବେ ତାହା ଚର୍ମରୁ ଉତ୍ପନ୍ନ ଜାଦୁରୋଗ; ସେ ଲୋକ ଶୁଚି ଅଟେ। Viz kapitolaପବିତ୍ର ବାଇବଲ (Re-edited) - (BSI)39 ତେବେ ଯାଜକ ତାହା ଦେଖିବ; ଆଉ ଦେଖ, ଯେବେ ସେମାନଙ୍କ ଶରୀରର ଚର୍ମରେ ସେହି ଚିକ୍କଣ ଚିହ୍ନ ଅଳ୍ପ ମଳିନ ଶ୍ଵେତବର୍ଣ୍ଣ ହୁଏ, ତେବେ ତାହା ଚର୍ମରୁ ଉତ୍ପନ୍ନ ଜାଦୁରୋଗ; ସେ ଲୋକ ଶୁଚି। Viz kapitolaଓଡିଆ ବାଇବେଲ39 ତେବେ ଯାଜକ ତାହା ଦେଖିବ; ପୁଣି ପ୍ରକୃତରେ, ଯଦି ସେମାନଙ୍କ ଶରୀରର ଚର୍ମରେ ସେହି ଚିକ୍କଣ ଚିହ୍ନ ଅଳ୍ପ ମଳିନ ଶ୍ଵେତବର୍ଣ୍ଣ ହୁଏ, ତେବେ ତାହା ଚର୍ମରୁ ଉତ୍ପନ୍ନ ଜାଦୁରୋଗ; ସେ ଲୋକ ଶୁଚି ଅଟେ। Viz kapitolaପବିତ୍ର ବାଇବଲ39 ତେବେ ଯାଜକ ସେହି ଛଉ ଦେଖିବ, ଯଦି ସେମାନଙ୍କ ଶରୀରର ଚର୍ମରେ ସେହି ଚିକ୍କଣ ଚିହ୍ନ ଅଳ୍ପ ମଳିନ ଶ୍ୱେତବର୍ଣ୍ଣ ହୁଏ, ତେବେ ତାହା ଚର୍ମରୁ ଉତ୍ପନ୍ନ କ୍ଷତିବିହୀନ ଯାଦୁ ରୋଗ ବୋଲି ବିବେଚିତ ହେବ ଓ ସେହି ଲୋକ ଶୁଚି। Viz kapitola |