Online Bible

- Reklamy -




ଲେବୀୟ ପୁସ୍ତକ 13:43 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

43 ତହୁଁ ଯାଜକ ତାହା ଦେଖିବ; ପୁଣି, ଯଦି ଶରୀରର ଚର୍ମସ୍ଥିତ କୁଷ୍ଠରୋଗ ପରି ଚନ୍ଦା ମସ୍ତକ କି ଚନ୍ଦା କପାଳରେ ରକ୍ତ ଶ୍ଵେତବର୍ଣ୍ଣ ଘାʼର ଫୁଲା ଦେଖାଯାଏ;

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

43 ତହୁଁ ଯାଜକ ତାହା ଦେଖିବ; ଆଉ ଦେଖ, ଯେବେ ଶରୀରର ଚର୍ମସ୍ଥିତ କୁଷ୍ଠ ପରି ଚନ୍ଦା-ମୁଣ୍ତ କି ଚନ୍ଦା-କପାଳରେ ରକ୍ତଶ୍ଵେତବର୍ଣ୍ଣ ଘାଆର ଫୁଲା ଦେଖାଯାଏ;

Viz kapitola kopírovat

ଓଡିଆ ବାଇବେଲ

43 ତହୁଁ ଯାଜକ ତାହା ଦେଖିବ; ପୁଣି, ଯଦି ଶରୀରର ଚର୍ମସ୍ଥିତ କୁଷ୍ଠରୋଗ ପରି ଚନ୍ଦା ମସ୍ତକ କି ଚନ୍ଦା କପାଳରେ ରକ୍ତ ଶ୍ଵେତବର୍ଣ୍ଣ ଘା’ର ଫୁଲା ଦେଖାଯାଏ;

Viz kapitola kopírovat

ପବିତ୍ର ବାଇବଲ

43 ଯାଜକ ତାହା ତେଖିବ, ଯଦି ଶରୀରର ଚର୍ମସ୍ଥିତ କୁଷ୍ଠପରି ତାହା ଚନ୍ଦାମୁଣ୍ଡ କି ଚନ୍ଦା କପାଳର ରକ୍ତ ଶ୍ୱେତବର୍ଣ୍ଣ ଘା’ର ଫୁଲା ଦେଖାଯାଏ,

Viz kapitola kopírovat




ଲେବୀୟ ପୁସ୍ତକ 13:43

Následuj nás:

Reklamy


Reklamy