ଲେବୀୟ ପୁସ୍ତକ 13:52 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT52 ଏଣୁ ବସ୍ତ୍ରରେ ଅବା ଲୋମନିର୍ମିତ କି ମସିନା ନିର୍ମିତ ଟାଣୀରେ କି ପଡୀୟାଣରେ କି ଚର୍ମ ନିର୍ମିତ କୌଣସି ଦ୍ରବ୍ୟରେ ସେହି ଦାଗ ଥାଏ, ତାହା ସେ ଦଗ୍ଧ କରିବ; କାରଣ ତାହା କ୍ଷୟ କୁଷ୍ଠରୋଗ; ତାହା ଅଗ୍ନିରେ ଦଗ୍ଧ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)52 ଏଣୁ ବସ୍ତ୍ରରେ ଅବା ଲୋମନିର୍ମିତ କି ମସିନାନିର୍ମିତ ଟାଣୀରେ ବା ପଡୀୟାଣରେ କି ଚର୍ମନିର୍ମିତ କୌଣସି ଦ୍ରବ୍ୟରେ ସେହି ଦାଗ ଥାଏ, ତାହା ସେ ଦଗ୍ଧ କରିବ; କାରଣ ତାହା କ୍ଷୟ କୁଷ୍ଠ; ତାହା ଅଗ୍ନିରେ ଦଗ୍ଧ ହେବ। Viz kapitolaଓଡିଆ ବାଇବେଲ52 ଏଣୁ ବସ୍ତ୍ରରେ ଅବା ଲୋମ ନିର୍ମିତ କି ମସିନା ନିର୍ମିତ ଟାଣୀରେ କି ପଡୀୟାଣରେ କି ଚର୍ମ ନିର୍ମିତ କୌଣସି ଦ୍ରବ୍ୟରେ ସେହି ଦାଗ ଥାଏ, ତାହା ସେ ଦଗ୍ଧ କରିବ; କାରଣ ତାହା କ୍ଷୟ କୁଷ୍ଠରୋଗ; ତାହା ଅଗ୍ନିରେ ଦଗ୍ଧ ହେବ। Viz kapitola |