ଲେବୀୟ ପୁସ୍ତକ 13:58 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT58 ପୁଣି ଯେଉଁ ବସ୍ତ୍ର କି ଟାଣୀ କି ପଡୀୟାଣ କି ଚର୍ମ ନିର୍ମିତ କୌଣସି ଦ୍ରବ୍ୟ ଧୌତ କରିବ, ତହିଁରୁ ଯଦି ସେହି ଦାଗ ଯାଏ, ତେବେ ଦ୍ୱିତୀୟ ଥର ତାହା ଧୁଆଯିବ; ତହିଁରେ ତାହା ଶୁଚି ହେବ।” Viz kapitolaପବିତ୍ର ବାଇବଲ (Re-edited) - (BSI)58 ପୁଣି ଯେଉଁ ବସ୍ତ୍ର କି ଟାଣୀ କି ପଡୀୟାଣ କି ଚର୍ମନିର୍ମିତ କୌଣସି ଦ୍ରବ୍ୟ ଧୌତ କରିବ, ତହିଁରୁ ଯେବେ ସେହି ଦାଗ ଯାଏ, ତେବେ ଦ୍ଵିତୀୟ ଥର ତାହା ଧୁଆଯିବ; ତହିଁରେ ତାହା ଶୁଚି ହେବ। Viz kapitolaଓଡିଆ ବାଇବେଲ58 ପୁଣି ଯେଉଁ ବସ୍ତ୍ର କି ଟାଣୀ କି ପଡୀୟାଣ କି ଚର୍ମ ନିର୍ମିତ କୌଣସି ଦ୍ରବ୍ୟ ଧୌତ କରିବ, ତହିଁରୁ ଯଦି ସେହି ଦାଗ ଯାଏ, ତେବେ ଦ୍ୱିତୀୟ ଥର ତାହା ଧୁଆଯିବ; ତହିଁରେ ତାହା ଶୁଚି ହେବ। Viz kapitolaପବିତ୍ର ବାଇବଲ58 ଯଦି ବସ୍ତ୍ର ଓ ଚର୍ମ ନିର୍ମିତ ଦ୍ରବ୍ୟକୁ ଧୋଇଲା ପରେ ସେହି ଦାଗ ଗ୍ଭଲିଯାଏ, ତେବେ ତାହା ଦ୍ୱିତୀୟ ଥର ଧୂଆଯିବ ଓ ତହିଁରେ ତାହା ଶୁଚି ହେବ।” Viz kapitola |