ଲେବୀୟ ପୁସ୍ତକ 14:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଆଉ ଯାଜକ ପାପାର୍ଥକ ବଳି ଉତ୍ସର୍ଗ କରିବ ଓ ସେହି ଶୁଚିଯୋଗ୍ୟ ଲୋକର ଅଶୁଚିତା ହେତୁ ପ୍ରାୟଶ୍ଚିତ୍ତ କରିବ; ଏଥିଉତ୍ତାରେ ସେ ହୋମାର୍ଥକ ବଳି ବଧ କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)19 ଆଉ ଯାଜକ ପାପାର୍ଥକ ବଳି ଉତ୍ସର୍ଗ କରିବ ଓ ସେହି ଶୋଧନୀୟ ଲୋକର ଅଶୌଚ ହେତୁ ପ୍ରାୟଶ୍ଚିତ୍ତ କରିବ; ଏଥିଉତ୍ତାରେ ସେ ହୋମାର୍ଥକ ବଳି ବଧ କରିବ। Viz kapitolaଓଡିଆ ବାଇବେଲ19 ଆଉ ଯାଜକ ପାପାର୍ଥକ ବଳି ଉତ୍ସର୍ଗ କରିବ ଓ ସେହି ଶୁଚିଯୋଗ୍ୟ ଲୋକର ଅଶୁଚିତା ହେତୁ ପ୍ରାୟଶ୍ଚିତ୍ତ କରିବ; ଏଥିଉତ୍ତାରେ ସେ ହୋମାର୍ଥକ ବଳି ବଧ କରିବ। Viz kapitolaପବିତ୍ର ବାଇବଲ19 “ତା'ପରେ ଯାଜକ ପାପାର୍ଥକ ବଳି ଉତ୍ସର୍ଗ କରିବ ଓ ସେହି ଶୋଧନୀୟ ଲୋକର ଅଶୌଚ ହେତୁ ପ୍ରାୟଶ୍ଚିତ କରିବ। ଏହା ପରେ ସେ ହୋମବଳି ବଧ କରିବ। Viz kapitola |