Online Bible

- Reklamy -




ଲେବୀୟ ପୁସ୍ତକ 14:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ତହୁଁ ଯାଜକ ଆପଣା ହସ୍ତସ୍ଥିତ ତୈଳ ନେଇ ସେହି ଶୁଚିଯୋଗ୍ୟ ଲୋକର ଡାହାଣ କର୍ଣ୍ଣପ୍ରାନ୍ତରେ, ତାହାର ଡାହାଣ ହସ୍ତର ବୃଦ୍ଧାଙ୍ଗୁଳିରେ ଓ ଡାହାଣ ପାଦର ବୃଦ୍ଧାଙ୍ଗୁଳିରେ ଲାଗିଥିବା ଦୋଷାର୍ଥକ ବଳିର ରକ୍ତ ସ୍ଥାନରେ ଲଗାଇବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

28 ତହୁଁ ଯାଜକ ଆପଣା ହସ୍ତସ୍ଥିତ ତୈଳ ନେଇ ସେହି ଶୋଧନୀୟ ଲୋକର ଦକ୍ଷିଣ କର୍ଣ୍ଣପ୍ରାନ୍ତରେ ଓ ତାହାର ଦକ୍ଷିଣ ହସ୍ତ-ବୃଦ୍ଧାଙ୍ଗୁଳିରେ ଓ ଦକ୍ଷିଣ ପାଦ-ବୃଦ୍ଧାଙ୍ଗୁଳିରେ ଲାଗିଥିବା ଦୋଷାର୍ଥକ ବଳିର ରକ୍ତ ସ୍ଥାନରେ ଲଗାଇବ।

Viz kapitola kopírovat

ଓଡିଆ ବାଇବେଲ

28 ତହୁଁ ଯାଜକ ଆପଣା ହସ୍ତସ୍ଥିତ ତୈଳ ନେଇ ସେହି ଶୁଚିଯୋଗ୍ୟ ଲୋକର ଡାହାଣ କର୍ଣ୍ଣପ୍ରାନ୍ତରେ, ତାହାର ଡାହାଣ ହସ୍ତର ବୃଦ୍ଧାଙ୍ଗୁଳିରେ ଓ ଡାହାଣ ପାଦର ବୃଦ୍ଧାଙ୍ଗୁଳିରେ ଲାଗିଥିବା ଦୋଷାର୍ଥକ ବଳିର ରକ୍ତ ସ୍ଥାନରେ ଲଗାଇବ।

Viz kapitola kopírovat

ପବିତ୍ର ବାଇବଲ

28 ଆଉ ମଧ୍ୟ ଯାଜକ ଆପଣା ହସ୍ତସ୍ଥିତ ତୈଳ ନେଇ ସେହି ଶୋଧନୀୟ ଲୋକର ଦକ୍ଷିଣ କର୍ଣ୍ଣପ୍ରାନ୍ତରେ, ଦକ୍ଷିଣହସ୍ତ ବୃଦ୍ଧାଙ୍ଗୁଳିରେ ଓ ଦକ୍ଷିଣ ପାଦ ବୃଦ୍ଧାଙ୍ଗୁଳିରେ ଦୋଷାର୍ଥକ ବଳିର ରକ୍ତ ଲାଗିଥିବା ସ୍ଥାନରେ ଲଗାଇବ।

Viz kapitola kopírovat




ଲେବୀୟ ପୁସ୍ତକ 14:28

Následuj nás:

Reklamy


Reklamy