ଲେବୀୟ ପୁସ୍ତକ 14:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ପୁଣି, ସେ ତାହାର ପ୍ରାପ୍ତିର ସାଧ୍ୟାନୁସାରେ ସେହି ଦୁଇ କପୋତ ଅବା ଦୁଇ ପାରାଛୁଆ ମଧ୍ୟରୁ ଗୋଟିଏ ଉତ୍ସର୍ଗ କରିବ; Viz kapitolaପବିତ୍ର ବାଇବଲ (Re-edited) - (BSI)30 ପୁଣି, ସେ ତାହାର ପ୍ରାପ୍ତିର ସାଧ୍ୟାନୁସାରେ ସେହି ଦୁଇ ଘୁଘୁ ଅବା ଦୁଇ କାପ୍ତାଛୁଆ ମଧ୍ୟରୁ ଗୋଟିଏ ଉତ୍ସର୍ଗ କରିବ; Viz kapitolaଓଡିଆ ବାଇବେଲ30 ପୁଣି, ସେ ତାହାର ପ୍ରାପ୍ତିର ସାଧ୍ୟାନୁସାରେ ସେହି ଦୁଇ କପୋତ ଅବା ଦୁଇ ପାରାଛୁଆ ମଧ୍ୟରୁ ଗୋଟିଏ ଉତ୍ସର୍ଗ କରିବ; Viz kapitolaପବିତ୍ର ବାଇବଲ30 “ପୁଣି ସେ ତା'ର ପ୍ରାପ୍ତିର ସାଧ୍ୟ ଅନୁସାରେ ସେ ଦୁଇ କପୋତ ବା ଦୁଇ ପାରା ଛୁଆ ମଧ୍ୟରୁ ଗୋଟିଏ ଉତ୍ସର୍ଗ କରିବ। Viz kapitola |