Online Bible

- Reklamy -




ଲେବୀୟ ପୁସ୍ତକ 14:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ଅର୍ଥାତ୍‍, ତାହାର ପ୍ରାପ୍ତିର ସାଧ୍ୟାନୁସାରେ ଭକ୍ଷ୍ୟ ନୈବେଦ୍ୟ ସହିତ ଗୋଟିଏକୁ ପାପାର୍ଥକ ବଳି ରୂପେ ଓ ଅନ୍ୟଟିକୁ ହୋମବଳି ରୂପେ ଉତ୍ସର୍ଗ କରିବ; ପୁଣି, ଯାଜକ ଶୁଚିଯୋଗ୍ୟ ଲୋକ ନିମନ୍ତେ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରାୟଶ୍ଚିତ୍ତ କରିବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

31 ଅର୍ଥାତ୍, ତାହାର ପ୍ରାପ୍ତିର ସାଧ୍ୟାନୁସାରେ ଭକ୍ଷ୍ୟ-ନୈବେଦ୍ୟ ସହିତ ଗୋଟିକି ପାପାର୍ଥକ ବଳି ରୂପେ ଓ ଅନ୍ୟଟିକି ହୋମବଳି ରୂପେ ଉତ୍ସର୍ଗ କରିବ; ପୁଣି, ଯାଜକ ଶୋଧନୀୟ ଲୋକ ନିମନ୍ତେ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରାୟଶ୍ଚିତ୍ତ କରିବ।

Viz kapitola kopírovat

ଓଡିଆ ବାଇବେଲ

31 ଅର୍ଥାତ୍‍, ତାହାର ପ୍ରାପ୍ତିର ସାଧ୍ୟାନୁସାରେ ଭକ୍ଷ୍ୟ ନୈବେଦ୍ୟ ସହିତ ଗୋଟିଏକୁ ପାପାର୍ଥକ ବଳି ରୂପେ ଓ ଅନ୍ୟଟିକୁ ହୋମ ବଳି ରୂପେ ଉତ୍ସର୍ଗ କରିବ; ପୁଣି, ଯାଜକ ଶୁଚିଯୋଗ୍ୟ ଲୋକ ନିମନ୍ତେ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରାୟଶ୍ଚିତ୍ତ କରିବ।

Viz kapitola kopírovat

ପବିତ୍ର ବାଇବଲ

31 ତାହାର ପ୍ରାପ୍ତିର ସାଧ୍ୟ ଅନୁସାରେ ଶସ୍ୟ ନୈବେଦ୍ୟ ସହିତ ଗୋଟିଏ ପାପାର୍ଥକ ବଳିରୂପେ ଓ ଅନ୍ୟଟି ହୋମବଳି ରୂପେ ଉତ୍ସର୍ଗ କରିବ। ପୁଣି ଯାଜକ ଶୋଧନୀୟ ଲୋକ ନିମନ୍ତେ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରାୟଶ୍ଚିତ କରିବ। ଫଳରେ ଲୋକଟି ଶୁଚି ହେବ।”

Viz kapitola kopírovat




ଲେବୀୟ ପୁସ୍ତକ 14:31

Následuj nás:

Reklamy


Reklamy