ଲେବୀୟ ପୁସ୍ତକ 14:46 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT46 ଆହୁରି, ସେହି ଗୃହ ବନ୍ଦ ହୋଇଥିବା ସମୟରେ ଯେକେହି ତହିଁ ଭିତରକୁ ଯାଏ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ହୋଇ ରହିବ। Viz kapitolaପବିତ୍ର ବାଇବଲ (Re-edited) - (BSI)46 ଆହୁରି, ସେହି ଗୃହ ରୁଦ୍ଧ ହୋଇଥିବା ସମୟରେ ଯେକେହି ତହିଁ ଭିତରକୁ ଯାଏ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ହୋଇ ରହିବ। Viz kapitolaଓଡିଆ ବାଇବେଲ46 ଆହୁରି, ସେହି ଗୃହ ବନ୍ଦ ହୋଇଥିବା ସମୟରେ ଯେକେହି ତହିଁ ଭିତରକୁ ଯାଏ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ହୋଇ ରହିବ। Viz kapitolaପବିତ୍ର ବାଇବଲ46 ସେହି ଗୃହ ରୁଦ୍ଧ ଥିଲାବେଳେ ଯଦି କେହି ସେହି ଘର ଭିତରେ ପ୍ରବେଶ କରିଥାଏ, ସେହି ଲୋକ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ। Viz kapitola |