Online Bible

- Reklamy -




ଲେବୀୟ ପୁସ୍ତକ 15:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ଏହିରୂପେ ଇସ୍ରାଏଲ-ସନ୍ତାନଗଣ ସେମାନଙ୍କର ମଧ୍ୟବର୍ତ୍ତୀ ଆମ୍ଭର ଆବାସ ଅଶୁଚି କଲେ, ଯେପରି ସେମାନେ ଆପଣାମାନଙ୍କ ଅଶୁଚିତାରେ ନ ମରନ୍ତି, ଏଥିପାଇଁ ତୁମ୍ଭେମାନେ ସେମାନଙ୍କୁ ସେମାନଙ୍କ ଅଶୁଚିତାରୁ ପୃଥକ କରିବ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

31 ଏହିରୂପେ ଇସ୍ରାଏଲ-ସନ୍ତାନଗଣ ସେମାନଙ୍କର ମଧ୍ୟବର୍ତ୍ତୀ ଆମ୍ଭର ଆବାସ ଅଶୁଚି କଲେ, ଯେପରି ସେମାନେ ଆପଣାମାନଙ୍କ ଅଶୌଚରେ ନ ମରନ୍ତି, ଏଥିପାଇଁ ତୁମ୍ଭେମାନେ ସେମାନଙ୍କୁ ସେମାନଙ୍କ ଅଶୌଚରୁ ପୃଥକ୍ କରିବ।

Viz kapitola kopírovat

ଓଡିଆ ବାଇବେଲ

31 ଏହିରୂପେ ଇସ୍ରାଏଲ ସନ୍ତାନଗଣ ସେମାନଙ୍କର ମଧ୍ୟବର୍ତ୍ତୀ ଆମ୍ଭର ଆବାସ ଅଶୁଚି କଲେ, ଯେପରି ସେମାନେ ଆପଣାମାନଙ୍କ ଅଶୁଚିତାରେ ନ ମରନ୍ତି, ଏଥିପାଇଁ ତୁମ୍ଭେମାନେ ସେମାନଙ୍କୁ ସେମାନଙ୍କ ଅଶୁଚିତାରୁ ପୃଥକ୍ କରିବ।

Viz kapitola kopírovat

ପବିତ୍ର ବାଇବଲ

31 “ଏଣୁ ତୁମ୍ଭେ ଇସ୍ରାଏଲ ସନ୍ତନଗଣଙ୍କୁ ଅଶୁଚି ବିଷୟରେ ସତର୍କ କରିଦେବ। ଯଦି ତୁମ୍ଭେ ସେମାନଙ୍କୁ ବିଧି ବିଷୟରେ ନ ଜଣାଇବ, ତେବେ ସେମାନେ ଆମ୍ଭର ପବିତ୍ର ତମ୍ବୁକୁ ଅଶୁଚି କରି ଦେବେ। ଏଥିପାଇଁ ସେମାନେ ମୃତ୍ୟୁବରଣ କରିବେ।”

Viz kapitola kopírovat




ଲେବୀୟ ପୁସ୍ତକ 15:31

Následuj nás:

Reklamy


Reklamy