ଲେବୀୟ ପୁସ୍ତକ 16:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ସେ ପବିତ୍ର ଶୁଭ୍ର ପୋଷାକ ପିନ୍ଧିବ, ଦେହରେ ଶୁଭ୍ର ଜଙ୍ଘିଆ ପିନ୍ଧିବ, ଶୁଭ୍ର କଟିବନ୍ଧନୀରେ କଟି ବାନ୍ଧିବ ଓ ଶୁଭ୍ର ପଗଡ଼ିରେ ଭୂଷିତ ହେବ; ଏହିସବୁ ପବିତ୍ର ବସ୍ତ୍ର; ଏଥିପାଇଁ ସେ ଜଳରେ ଆପଣା ଶରୀର ଧୌତ କରି ତାହାସବୁ ପିନ୍ଧିବ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ସେ ପବିତ୍ର ଶୁଭ୍ର ଜାମା ପିନ୍ଧିବ ଓ ଦେହରେ ଶୁଭ୍ର ଜଙ୍ଘିଆ ପିନ୍ଧିବ ଓ ଶୁଭ୍ର କଟିବନ୍ଧନୀ କଟିରେ ବାନ୍ଧିବ ଓ ଶୁଭ୍ର ପାଗରେ ଭୂଷିତ ହେବ; ଏହିସବୁ ପବିତ୍ର ବସ୍ତ୍ର; ଏହେତୁ ସେ ଜଳରେ ଆପଣା ଶରୀର ଧୌତ କରି ତାହାସବୁ ପିନ୍ଧିବ। Viz kapitolaଓଡିଆ ବାଇବେଲ4 ସେ ପବିତ୍ର ଶୁଭ୍ର ପୋଷାକ ପିନ୍ଧିବ, ଦେହରେ ଶୁଭ୍ର ଜଙ୍ଘିଆ ପିନ୍ଧିବ, ଶୁଭ୍ର କଟିବନ୍ଧନୀରେ କଟି ବାନ୍ଧିବ ଓ ଶୁଭ୍ର ପଗଡ଼ିରେ ଭୂଷିତ ହେବ; ଏହିସବୁ ପବିତ୍ର ବସ୍ତ୍ର; ଏଥିପାଇଁ ସେ ଜଳରେ ଆପଣା ଶରୀର ଧୌତ କରି ତାହାସବୁ ପିନ୍ଧିବ। Viz kapitolaପବିତ୍ର ବାଇବଲ4 ହାରୋଣ ଜଳରେ ନିଜର ଶରୀରକୁ ଧୌତ କରି ପବିତ୍ର ଶୁଭ୍ର ଜାମା ପିନ୍ଧିବେ, ଦେହରେ ଶୁଭ୍ର ଜଙ୍ଘିଆ ଧାରଣ କରିବେ, ଶୁଭ୍ର କଟିବନ୍ଧନୀ କଟିରେ ବାନ୍ଧିବେ ଓ ଶୁଭ୍ର ପଗଡ଼ି ମୁଣ୍ଡରେ ପିନ୍ଧିବେ। ଏସବୁ ପବିତ୍ର ବସ୍ତ୍ର। Viz kapitola |