Online Bible

- Reklamy -




ଲେବୀୟ ପୁସ୍ତକ 18:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ତୁମ୍ଭେମାନେ ଯେଉଁ ମିସର ଦେଶରେ ବାସ କଲ, ସେହି ଦେଶର ଆଚରଣ ଅନୁସାରେ ଆଚରଣ କରିବ ନାହିଁ; ପୁଣି, ଯେଉଁ କିଣାନ ଦେଶକୁ ଆମ୍ଭେ ତୁମ୍ଭମାନଙ୍କୁ ନେଇ ଯାଉଅଛୁ, ସେହି ଦେଶର ଆଚରଣ ଅନୁସାରେ ଆଚରଣ କରିବ ନାହିଁ ଓ ସେମାନଙ୍କ ବିଧି ଅନୁସାରେ ଚ଼ାଲିବ ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

3 ତୁମ୍ଭେମାନେ ଯେଉଁ ମିସର ଦେଶରେ ବାସ କଲ, ସେହି ଦେଶାଚାର ଅନୁସାରେ ଆଚରଣ କରିବ ନାହିଁ; ପୁଣି, ଯେଉଁ କିଣାନ ଦେଶକୁ ଆମ୍ଭେ ତୁମ୍ଭମାନଙ୍କୁ ନେଇ ଯାଉଅଛୁ, ସେହି ଦେଶାଚାର ଅନୁସାରେ ଆଚରଣ କରିବ ନାହିଁ ଓ ସେମାନଙ୍କ ବିଧି ଅନୁସାରେ ଚଳିବ ନାହିଁ।

Viz kapitola kopírovat

ଓଡିଆ ବାଇବେଲ

3 ତୁମ୍ଭେମାନେ ଯେଉଁ ମିସର ଦେଶରେ ବାସ କଲ, ସେହି ଦେଶର ଆଚରଣ ଅନୁସାରେ ଆଚରଣ କରିବ ନାହିଁ; ପୁଣି, ଯେଉଁ କିଣାନ ଦେଶକୁ ଆମ୍ଭେ ତୁମ୍ଭମାନଙ୍କୁ ନେଇ ଯାଉଅଛୁ, ସେହି ଦେଶର ଆଚରଣ ଅନୁସାରେ ଆଚରଣ କରିବ ନାହିଁ ଓ ସେମାନଙ୍କ ବିଧି ଅନୁସାରେ ଚ଼ାଲିବ ନାହିଁ।

Viz kapitola kopírovat

ପବିତ୍ର ବାଇବଲ

3 ଅତୀତରେ ତୁମ୍ଭେମାନେ ମିଶର ଦେଶରେ ବାସ କରୁଥିଲ, ସେହି ଦେଶରେ ସେମାନେ କଲାପରି, ତୁମ୍ଭେମାନେ କରିବା ଉଚିତ୍ ନୁହଁ। ପୁଣି ଯେଉଁ କିଣାନ ଦେଶକୁ ମୁଁ ତୁମ୍ଭମାନଙ୍କୁ ଦେବାକୁ ଯାଉଅଛି, ସେଠାରେ ବାସ କରୁଥିବା ଲୋକମାନଙ୍କର ପ୍ରଥା ଅନୁସରଣ କରିବ ନାହିଁ କିମ୍ବା ସେମାନଙ୍କର ପ୍ରଥା ଅନୁସାରେ ଚଳିବ ନାହିଁ।

Viz kapitola kopírovat




ଲେବୀୟ ପୁସ୍ତକ 18:3

Následuj nás:

Reklamy


Reklamy