ଲେବୀୟ ପୁସ୍ତକ 19:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ତୁମ୍ଭେ ଖଚୁଆ ହୋଇ ଆପଣା ଲୋକମାନଙ୍କ ମଧ୍ୟରେ ଏଣେତେଣେ ବୁଲିବ ନାହିଁ; କିଅବା ତୁମ୍ଭ ପ୍ରତିବାସୀର ରକ୍ତ ବିରୁଦ୍ଧରେ ଠିଆ ହେବ ନାହିଁ; ଆମ୍ଭେ ସଦାପ୍ରଭୁ। Viz kapitolaପବିତ୍ର ବାଇବଲ (Re-edited) - (BSI)16 ତୁମ୍ଭେ ଖଚୁଆ ହୋଇ ଆପଣା ଲୋକମାନଙ୍କ ମଧ୍ୟରେ ଏଣେତେଣେ ବୁଲିବ ନାହିଁ; କିଅବା ତୁମ୍ଭ ପ୍ରତିବାସୀର ରକ୍ତ ପ୍ରତିକୂଳରେ ଠିଆ ହେବ ନାହିଁ; ଆମ୍ଭେ ସଦାପ୍ରଭୁ। Viz kapitolaଓଡିଆ ବାଇବେଲ16 ତୁମ୍ଭେ ଖଚୁଆ ହୋଇ ଆପଣା ଲୋକମାନଙ୍କ ମଧ୍ୟରେ ଏଣେତେଣେ ବୁଲିବ ନାହିଁ; କିଅବା ତୁମ୍ଭ ପ୍ରତିବାସୀର ରକ୍ତ ବିରୁଦ୍ଧରେ ଠିଆ ହେବ ନାହିଁ; ଆମ୍ଭେ ସଦାପ୍ରଭୁ। Viz kapitolaପବିତ୍ର ବାଇବଲ16 ତୁମ୍ଭେ ଖଳ କହି ଆପଣା ଲୋକମାନଙ୍କ ମଧ୍ୟରେ ଏଣେ ତେଣେ ବୁଲିବ ନାହିଁ କିମ୍ବା ପ୍ରତିବାସୀର ଜୀବନ ପ୍ରତି ବିପଦ ଆସିଲା ଭଳି କୌଣସି କାର୍ଯ୍ୟ କରିବ ନାହିଁ। ଆମ୍ଭେ ସଦାପ୍ରଭୁ। Viz kapitola |