ଲେବୀୟ ପୁସ୍ତକ 19:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ତୁମ୍ଭେମାନେ ଭୂତୁଡ଼ିଆ କି ଗୁଣିଆମାନଙ୍କର ଅନୁସରଣ କର ନାହିଁ; ସେମାନଙ୍କ ଦ୍ୱାରା ଅପବିତ୍ର ହେବା ନିମନ୍ତେ ସେମାନଙ୍କର ଅନ୍ୱେଷଣ କର ନାହିଁ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଅଟୁ। Viz kapitolaପବିତ୍ର ବାଇବଲ (Re-edited) - (BSI)31 ତୁମ୍ଭେମାନେ ଭୂତୁଡ଼ିଆ କି ଗୁଣିଆମାନଙ୍କର ଅନୁସରଣ କର ନାହିଁ; ସେମାନଙ୍କ ଦ୍ଵାରା ଅପବିତ୍ର ହେବା ନିମନ୍ତେ ସେମାନଙ୍କର ଅନ୍ଵେଷଣ କର ନାହିଁ। ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ଅଟୁ। Viz kapitolaଓଡିଆ ବାଇବେଲ31 ତୁମ୍ଭେମାନେ ଭୂତୁଡ଼ିଆ କି ଗୁଣିଆମାନଙ୍କର ଅନୁସରଣ କର ନାହିଁ; ସେମାନଙ୍କ ଦ୍ୱାରା ଅପବିତ୍ର ହେବା ନିମନ୍ତେ ସେମାନଙ୍କର ଅନ୍ୱେଷଣ କର ନାହିଁ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଅଟୁ। Viz kapitolaପବିତ୍ର ବାଇବଲ31 “ତୁମ୍ଭେମାନେ ଭୂତୁଡ଼ିଆ କି ଗୁଣିଆମାନଙ୍କର ଅନୁସରଣ କର ନାହିଁ। ସେମାନଙ୍କ ନିକଟକୁ ଗଲେ, ସେମାନଙ୍କର ଦ୍ୱାରା ଅପବିତ୍ର ହେବ। ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ। Viz kapitola |