ଲେବୀୟ ପୁସ୍ତକ 19:34 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 ଯେପରି ତୁମ୍ଭମାନଙ୍କର ସ୍ୱଦେଶୀୟ ଲୋକ ସେପରି ତୁମ୍ଭମାନଙ୍କ ସହବାସୀ ବିଦେଶୀୟ ଲୋକ ତୁମ୍ଭମାନଙ୍କ ପ୍ରତି ହେବ, ପୁଣି ତୁମ୍ଭେ ତାହାକୁ ଆତ୍ମତୁଲ୍ୟ ପ୍ରେମ କରିବ; କାରଣ ମିସର ଦେଶରେ ତୁମ୍ଭେମାନେ ବିଦେଶୀ ଥିଲ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ। Viz kapitolaପବିତ୍ର ବାଇବଲ (Re-edited) - (BSI)34 ଯେପରି ତୁମ୍ଭମାନଙ୍କର ସ୍ଵଦେଶୀୟ ଲୋକ; ସେପରି ତୁମ୍ଭମାନଙ୍କ ସହବାସୀ ବିଦେଶୀୟ ଲୋକ ତୁମ୍ଭମାନଙ୍କ ପ୍ରତି ହେବ, ପୁଣି ତୁମ୍ଭେ ତାହାକୁ ଆତ୍ମତୁଲ୍ୟ ପ୍ରେମ କରିବ; କାରଣ ମିସର ଦେଶରେ ତୁମ୍ଭେମାନେ ବିଦେଶୀ ଥିଲ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵର ଅଟୁ। Viz kapitolaଓଡିଆ ବାଇବେଲ34 ଯେପରି ତୁମ୍ଭମାନଙ୍କର ସ୍ୱଦେଶୀୟ ଲୋକ ସେପରି ତୁମ୍ଭମାନଙ୍କ ସହବାସୀ ବିଦେଶୀୟ ଲୋକ ତୁମ୍ଭମାନଙ୍କ ପ୍ରତି ହେବ, ପୁଣି ତୁମ୍ଭେ ତାହାକୁ ଆତ୍ମତୁଲ୍ୟ ପ୍ରେମ କରିବ; କାରଣ ମିସର ଦେଶରେ ତୁମ୍ଭେମାନେ ବିଦେଶୀ ଥିଲ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ। Viz kapitolaପବିତ୍ର ବାଇବଲ34 ତୁମ୍ଭେମାନେ ସ୍ୱଦେଶୀମାନଙ୍କ ପ୍ରତି ଯେପରି ଆଚରଣ କରିବ, ତୁମ୍ଭ ସହବାସୀ ବିଦେଶୀମାନଙ୍କ ପ୍ରତି ମଧ୍ୟ ସେହିପରି ଆଚରଣ କରିବ। ତୁମ୍ଭେ ସେମାନଙ୍କୁ ଆତ୍ମତୁଲ୍ୟ ପ୍ରେମ କରିବ। କାରଣ ମିଶର ଦେଶରେ ତୁମ୍ଭେମାନେ ବିଦେଶୀ ଥିଲ। ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ। Viz kapitola |